ଦୁଇ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ

21

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ :  ଆସୁଛି ମୌସୁମୀ । ୨ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ । ମୌସୁମୀ ଆଗମନ ନେଇ ଏହି ଆକଳନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ତେବେ ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି ।