କନକ ବ୍ୟୁରୋ : ଆଉ ମାତ୍ର ୪୮ ଘଂଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ପହଂଚିବ ମୌସୁମୀ । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇ ପଡିଛି । ଆଜି ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, ରାୟଗଡା ଓ କୋରାପୁଟରେ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଆଜି ଦାରିଙ୍ଗିବାଡିରେ ସର୍ବାଧିକ ୫୫ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।
Kanak News is now on WhatsApp
Join and get latest news updates delivered to you via WhatsApp
ଦେଖନ୍ତୁ ଏହି ଭିଡିଓ –