ନବବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ଟ୍ୱିଟର ମାଧ୍ୟମରେ ଜଣାଇଛନ୍ତି ଶୁଭେଚ୍ଛା

40

କନକ ବ୍ୟୁରୋ : ନବବର୍ଷ ଲାଗି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ କରି ବର୍ଷ ୨୦୧୭ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି, ଉତମ ସ୍ୱାସ୍ଥ୍ୟ ଆଣିଦେଉ ବୋଲି କହିଛନ୍ତି ମୋଦି । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ୱିଟ କରି ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ନୂଆ ବର୍ଷରେ ଓଡିଶାର ଉନ୍ନତି ଓ ପ୍ରଗତି ପାଇଁ ଅଧିକ ଉତ୍ସାହର ସହ କାମ କରିବାକୁ ପ୍ରେରଣା ଦେବ ବୋଲି ନବୀନ ଲେଖିଛନ୍ତି।ନ୍ୟୁଜ୍ ସହିତ ଦେଖନ୍ତୁ ଏହି ଭିଡିଓ :