ବାଚସ୍ପତିଙ୍କ କଡା ନିର୍ଦ୍ଦେଶ । ଏଣିକି ଗୃହକାର୍ଯ୍ୟ ବେଳେ ଉପସ୍ଥିତ ରହିବେ ଅଫିସର ।

388

କନକ ବ୍ୟୁରୋ : ଗୃହକାର୍ଯ୍ୟ ବେଳେ ଉପସ୍ଥିତ ରହିବେ ଅଫିସର । ଆଜି ଏଭଳି କିଛି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ସେ କହିଛନ୍ତି, ଏଣିକି ଅଫିସରମାନେ ତାଙ୍କ ବିଭାଗର ଆଲୋଚନା ବେଳେ ଉପସ୍ଥିତ ରହିବେ । ସମ୍ପୃକ୍ତ ଅଫିସରମାନେ ସେମାନଙ୍କ ଗ୍ୟାଲେରୀରେ ବସିବେ । ଆଉ ଆବଶ୍ୟକ ପଡିଲେ ଅଫିସରଙ୍କ ଉପସ୍ଥିତିକୁ ସୁନିଶ୍ଚିତ କରିବେ ମୁଖ୍ୟ ସଚିବ । ଆଜି ଏନେଇ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ।