ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ଆରମ୍ଭ

63

ପୁରୀ ବ୍ୟୁରୋ ,କନକ ନ୍ୟୁଜ୍ : ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ଆରମ୍ଭ । ଶୂନ୍ୟ ପହଁଣ୍ଡିରେ ଆସୁଛନ୍ତି ଦେବୀ ସୁଭଦ୍ରା । ଦେବଦଳନ ରଥରେ ବିଜେ କରିବେ ଦେବୀ ସୁଭଦ୍ରା ।