ଆସନ୍ତା ୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ! ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

26

କନକ ବ୍ୟୁରୋ : ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଫଳ । ମେ ଶେଷ ସୁଦ୍ଧା କଳା ଓ ବାଣିଜ୍ୟ ପରୀକ୍ଷା ପଳ ପ୍ରକାଶ ପାଇବ । ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର । ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ଜାଣିବା ପାଇଁ ଡବ୍ଲୁ ଡବ୍ଲୁ ଡବ୍ଲୁ ଡଟ୍ ସିଏଚ୍ଏସ୍ଇଓଡିଶା ଡଟ୍ ଏନ୍ଆଇସି ଓ ଓରିଶା ରିଜଲ୍ଟସ ଡଟ୍ ଏନଆଇସି ଡଟ୍ ଇନରେ ଲଗଇନ କରିପାରିବେ ।