ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି : ସମ୍ ହସ୍ପିଟାଲ୍ ସମ୍ମୁଖରେ ସ୍ଥାନୀୟ ଲୋକଙ୍କ ବିକ୍ଷୋଭ

25

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ସମ୍ ହସ୍ପିଟାଲରେ ଭୟାନକ ଅଗ୍ନିକାଣ୍ଡରେ ୨୧ ଜଣ ରୋଗୀଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଂଚଳର ଲୋକମାନେ ବିରୋଧ କରିଛନ୍ତି । ରାଲିରେ ଆସି ହସ୍ପିଟାଲ ସମ୍ମୁଖରେ ବହୁ ଲୋକ ଏକାଠି ହୋଇ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି ଦେଇଛନ୍ତି । ତୁରନ୍ତ ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।