ପ୍ୟାରୀଙ୍କ ପରଲୋକ : ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

39

କନକ ବ୍ୟୁରୋ : ୭୭ ବର୍ଷ ବୟସରେ ଆରପାରିକୁ ଚାଲିଗଲେ ପୂର୍ବତନ ସାଂସଦ ପ୍ୟାରୀମୋହନ ମହାପାତ୍ର । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପ୍ୟାରୀ । ସେ ମସ୍ତିଷ୍କ ସଂକ୍ରମଣରେ ପୀଡିତ ଥିଲେ । ପୂର୍ବରୁ ଫୁସଫୁସ କର୍କଟ ରୋଗରେ ପୀଡିତ ହୋଇ ସୁସ୍ଥ ହୋଉଇଥିଲେ ।