ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ନିଯୁକ୍ତ ହେଲେ ନୂଆ କୁଳପତି । ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସଙ୍କୁ କୁଳପତି ଭାବେ ନିଯୁକ୍ତି ଦେଲେ ରାଜ୍ୟପାଳ ।