ରାୟଗଡା : କଲ୍ୟାଣସିଂହପୁରରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ

19

କନକ ବ୍ୟୁରୋ : ରାୟଗଡା କଲ୍ୟାଣସିଂହପୁରରେ ଦୁର୍ଘଟଣା । ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତି କରାଯାଇଛି ବସଟି । କଟକରୁ କାଶୀପୁର ଯିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ।

ଏହା ସହ ଦେଖନ୍ତୁ ଏହି ଭିଡିଓ