ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ପତାକା ଉତୋଳନ କଲେ ରାଜ୍ୟପାଳ

45

କନକ ବ୍ୟୁରୋ : ଆଜି ସାରା ଦେଶ ପାଳନ କରୁଛି ୬୮ ତମ ସାଧାରଣତନ୍ତ୍ର ଦିବସ । ରାଜ୍ୟସ୍ତରୀୟ ପତାକା ଉତୋଳନ ଉତ୍ସବ ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳ ଏସ.ସି. ଜମିର ଭୁବନେଶ୍ୱରରେ ପତାକା ଉତୋଳନ କରିବା ସହ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି । ମିଳିତ ପରେଡ ପରେ ସ୍କୁଲ ଛାତ୍ରଛାତ୍ରୀଙ୍କ ଦ୍ୱାରା  ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି ।

ଏହା ସହ ଦେଖନ୍ତୁ ଏହି ଭିଡିଓ :