କେନ୍ଦ୍ର ଜାତୀୟ ରାଜପଥ ମନ୍ତ୍ରୀଙ୍କୁ ଭେଟିଲେ ବିଧାୟକ ଦିଲ୍ଲୀପ ରାୟ ! ବାହ୍ମଣୀ ସେତୁ କାର୍ଯ୍ୟକୁ ତ୍ୱରାନ୍ୱିତ ପାଇଁ ଦାବି କରିଥିବା ସୂଚନା

32

କନକ ବ୍ୟୁରୋ : ରାଉରକେଲାର ବିଜେପି ବିଧାୟକ ଦିଲ୍ଲୀପ ରାୟ କେନ୍ଦ୍ର ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟିଛନ୍ତି । ଦିଲ୍ଲୀପ ଗଡକରୀଙ୍କୁ ବାହ୍ମଣୀ ସେତୁ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଦାବି କରିଥିବା ସୂଚନା ମିଳିଛି । ଗତକାଲି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଉରକେଲାର ମେଡିକାଲର ଉନ୍ନତି ଓ ବ୍ରାହ୍ମଣୀ ସେତୁ ପ୍ରସଙ୍ଗରେ ଭେଟିଥିଲେ ।