ପୁରୀ ବ୍ୟୁରୋ , କନକ ନ୍ୟୁଜ୍ : ବଡଦାଣ୍ଡରେ ତିନି ରଥରେ ବିଜେ ତିନି ଠାକୁର । ରଥରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ।