ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ସଚିବାଳୟରେ କେନ୍ଦ୍ରୀୟ ପ୍ରକଳ୍ପର ଅଗ୍ରଗତି ନେଇ ଚାଲିଛି ସମୀକ୍ଷା । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟିମ ଏହାର ସମୀକ୍ଷା କରୁଛି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ବୈଠକରେ ଉପସ୍ଥିତ ଅଛନ୍ତି । ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ପ୍ରକଳ୍ପର ସମୀକ୍ଷା ଚାଲିଥିବା ବେଳେ ବୈଠକରେ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ଅଛନ୍ତି ।
ସଚିବାଳୟରେ କେନ୍ଦ୍ରୀୟ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା : ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ
/kanak/media/post_attachments/wp-content/uploads/2016/06/vlcsnap-2016-06-10-11h53m58s739.png)