ସିୱେଜ ଜିଏମ ମହେନ୍ଦ୍ର ସ୍ୱାଇଁ ହତ୍ୟାକାଣ୍ଡ ମାମଲା : ବାପି ସର୍ଖେଲଙ୍କ ନାଁରେ ଲୁକ୍ ଆଉଟ୍ ନୋଟିସ୍ ଜାରି

19

କନକ ବ୍ୟୁରୋ : ସିୱେଜ ଜିଏମ ମହେନ୍ଦ୍ର ସ୍ୱାଇଁ ହତ୍ୟାକାଣ୍ଡ ମାମଲାରେ ଛନ୍ଦି ହୋଇପଡିଛନ୍ତି କଂଗ୍ରେସ ନେତା ବାପି ସର୍ଖେଲ । ବାପି ସର୍ଖେଲଙ୍କ ନାଁରେ ଲୁକ୍ ଆଉଟ୍ ନୋଟିସ୍ ଜାରି କରାଯାଇଛି ।

ମହେନ୍ଦ୍ର ସ୍ୱାଇଁ ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ରାକେଶ ଚୌବେର ସୂଚନାକୁ ଆଧାର କରି ବାପିଙ୍କ ନାଁରେ ଲୁକ ଆଉଟ ନୋଟିସ ଜାରି କରାଯାଇଥିବା ସୂଚନା ଦେଇଛନ୍ତି ଜଗତସିଂହପୁର ଏସପି ଜୟନାରାୟଣ ପଙ୍କଜ ।

ଦେଖନ୍ତୁ ଏହି ଭିଡିଓ –