ବଢୁଛି ନିର୍ବାଚନୀ ହିଂସା ! ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ନିର୍ବାଚନ କମିଶନ

36

କନକ ବ୍ୟୁରୋ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସମୟରେ ହିଂସା ଓ ଆଇନ ଶୃଙ୍ଖଳା ପରିସ୍ଥିକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । କମିଶନ ଏ ନେଇ ପୁଲିସ ଡିଜି ଓ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ।