କନକ ବ୍ୟୁରୋ : ୭୦ ତମ ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବାଲିର କଳାରେ ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ।