ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣା : ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ସହାୟତା ଘୋଷଣା

0

କନକ ବ୍ୟୁରୋ : ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣା । ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା । ଗୁରୁତରଙ୍କ ଚିକିତ୍ସା ପାଇଁ ୫୦ ହଜାର ଲେଖାଏଁ ମିଳିବ ।

Comments are closed.