ବରଗଡରେ ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ ! ମୃତକ ଜଣକ ହେଲେ ଓକିଲ ବଗର୍ତି

0

କନକ ବ୍ୟୁରୋ : ବରଗଡରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ । ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ବଗତାଲି ଗାଁରେ ଜଣେ ବୃଦ୍ଧଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ମୃତକ ଜଣକ ହେଉଛନ୍ତି ଓକିଲ ବଗର୍ତି । ସେ କାମ କରୁଥିବା ସମୟରେ ହଠାତ ଅସୁସ୍ଥ ହୋଇପଡିଥିଲେ । ପରିବାର ଲୋକେ ତାଙ୍କୁ ତୁରନ୍ତ ବରଗଡ ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଇଥିଲେ । ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

ଏହା ସହ ଦେଖନ୍ତୁ ଏହି ଭିଡିଓ-

Comments are closed.