ଚାନ୍ଦିପୁର : ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, କ୍ଷତିପୂରଣ ଦାବିରେ ରାସ୍ତା ଅବୋରଧ

27

କନକ ବ୍ୟୁରୋ : ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବିଦ୍ୟୁତ ସଂଯୋଗରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତେଜନା । ଝୁମ୍ପୁରା ଛକରେ ରାସ୍ତା ଅବରୋଧ କରିଛନ୍ତି ଉତ୍ୟକ୍ତ ଗ୍ରାମବାସୀ ଓ ଶ୍ରମିକ । ମୃତ ଦୁଇ ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି ଆନ୍ଦୋଳନକାରୀ । ଗତକାଲି ବିଦ୍ୟୁତ କାମ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁଇ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି ।