ଆୟ ବହିର୍ଭୂତ ସଂପତି ଠୁଳ ଅଭିଯୋଗ : ବାଲେଶ୍ୱର କୃଷି ବିଭାଗର ସହକାରୀ ଯନ୍ତ୍ରୀ ନିରୋଦ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍

32

ବାଲେଶ୍ୱର : ଆୟ ବହିର୍ଭୂତ ସଂପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ । ବାଲେଶ୍ୱର କୃଷି ବିଭାଗର ସହକାରୀ ଯନ୍ତ୍ରୀ ନିରୋଦ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଆୟ ବହିର୍ଭୂତ ସଂପତି ଠୁଳ ଅଭିଯୋଗରେ ଏହି ରେଡ୍ ହୋଇଥିବା ସୂଚନା ମିଳିଛି । ନିରୋଦଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ଏହି ରେଡ୍ ହୋଇଥିବା ସୂଚନା ମିଳିଛି ।