ମାଲକାନଗିରି : ପଂଚାୟତ ନିର୍ବାହୀ ଅଧିକାରୀ ଅଶୋକ ମହାରଣାଙ୍କ ଘରେ ଭିଜିଲାନ୍ସର ରେଡ୍

25

କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଭିଏଲଡବ୍ଲ୍ୟୁ । ମାଲକାନଗିରି ପଂଚାୟତ ନିର୍ବାହୀ ଅଧିକାରୀଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ପିଇଓ ଅଶୋକ ମହାରଣାଙ୍କ ଘରେ ୩ ଜଣିଆ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଆୟ ବହିର୍ଭୂତ ସଂପତି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଏକକାଳୀନ ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ୍ ହୋଇଥିବା ସୂଚନା ମିଳିଛି ।