ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ ରଂଜନ ସେଠ

22

କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ । ବଲାଙ୍ଗୀର ଜିଲ୍ଲା ଯୋଗାଣ ଅଧିକାରୀ ରଂଜନ ସେଠଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବଲାଙ୍ଗୀର ବାସଭବନ ସମେତ କାର୍ଯ୍ୟାଳୟ, ବରଗଡ଼, ଭୁବନେଶ୍ୱର ଓ କଟକରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପଠି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ ଟିମ୍ ।