ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ଘଟଣା : ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ମହିଳା କଂଗ୍ରେସର କାର୍ଯ୍ୟାନୁଷ୍ଠାନ ଦାବି

50

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍: ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ଘଟଣାର ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି । ସେମାନଙ୍କ ବିରୋଧରେ ପଦକ୍ଷେପ ଗ୍ରହଣ କରାନଗଲେ ଆଗମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ମହିଳା କଂଗ୍ରେସ ଦାବି କରିଛି । ମୃତ୍ୟୁ ବେଳେ ଇତିଶ୍ରୀ ଦେଇଥିବା ଜମାନବନ୍ଦୀକୁ ଆଧାର କରି ହତ୍ୟା ଘଟଣାରେ ସଂପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଉ ବୋଲି ମହିଳା କଂଗ୍ରେସ ଏକ ସମ୍ବାଦିକ ସମ୍ମିଳନୀରେ ଦାବି କରିଛି ।