ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ! ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ,ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜୀବନ

18

କନକ ବ୍ୟୁରୋ : ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଉପରେ ରହିଛି । ଆଜି ଅଧିକାଂଶ ସ୍ଥାନରେ ଗୁଳଗୁଳି ଅନୁଭୂତ ହେଉଛି । ଖରା ସାଂଗକୁ ଗୁଳିଗୁଳିରେ ଜନଜବୀନ ଅସ୍ତବ୍ୟସ୍ତ ହୋଇପଡିଛି ।