କନକ ବ୍ୟୁରୋ: ଓଡିଶାରେ ପହଞ୍ଚିଲା ଦେଢ ଲକ୍ଷ କୋଭାକ୍ସିନ୍ ଟିକା । ୧୮ରୁ ୪୪ ବର୍ଷ ବୟସ୍କଙ୍କ ପାଇଁ ଆସିଲା ଟିକା । ୩ ତାରିଖରୁ ଭୁବନେଶ୍ୱରରେ ଦିଆଯିବ ଏହି ଟିକା । ଟିକାକରଣ ପାଇଁ ପ୍ରସ୍ତୁତ ରହିଛନ୍ତି ରାଜ୍ୟ ସରକାର । ମେ ୩ ତାରଖରୁ ରାଜ୍ୟରେ ପୁଣି ଟିକାକରଣ ଆରମ୍ଭ ହେବ ।
ମେ ୧ରୁ ସାରା ଦେଶରେ ୧୮ରୁ ୪୪ ବର୍ଷର ଲୋକଙ୍କୁ ଟିକା ଦିଆଯିବ ବୋଲି ଘୋଷଣା ହୋଇଥିଲା । ଏହି ଆଧାରରେ ରାଜ୍ୟ ସରକାର ପ୍ରସ୍ତୁତ ହୋଇଛନ୍ତି । ହେଲେ ଏହି ଟିକାକରଣ ୧ ବଦଳରେ ୩ରେ ହେବ । ସେପଟେ ଟିକା କମ୍ପାନୀ ମାନେ ମଧ୍ୟ ଟିକାର ଦର ହ୍ରାସ କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/d87e1978-1d8a-4d78-9139-a75ab8ded336.jpg)