ବଦଳିଲା ଦଶମ ଶ୍ରେଣୀର ପାଠ୍ୟ ପୁସ୍ତକ । ମୋଟ ୧୪ଟି ବିଷୟରୁ ୮ଟି ବିଷୟ ବଦଳିଥିବା ସୂଚନା । 

Advertisment
ଆଜିି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ଫଳାଫଳ । ଦିନ ସାଢେ ୧୧ଟାରେ ବୋର୍ଡର ୱେବସାଇଟ ଓ ଏସଏମଏସ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ : ସମ୍ବାଦ ହେଲ୍ପ ଲାଇନ୍ ଜରିଆରେ ବି ଜାଣିପାରିବେ ଫଳାଫଳ

କନକ ବ୍ୟୁରୋ : ବଦଳିଲା ଦଶମ ଶ୍ରେଣୀର ପାଠ୍ୟ ପୁସ୍ତକ । ମୋଟ ୧୪ଟି ବିଷୟରୁ ୮ଟି ବିଷୟ ବଦଳିଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ସମ୍ପାଦକ ଶ୍ରୀକାନ୍ତ ତରାଇ ।

ମାଧ୍ୟମିକ ଶିକ୍ଷା ପରିଷଦର ସମ୍ପାଦକଙ୍କ କହିବା ଅନୁଯାୟୀ, ଲକଡାଉନ୍ ଚାଲୁଥିବାରୁ ବହି ବିକ୍ରୟ ହୋଇପାରିନାହିଁ । ଲକଡାଉନ୍ ପରେ ବହି ବିକ୍ରୟ ଆରମ୍ଭ ହେବ । କରୋନା ଭାଇରସ ମୁକାବିଲା ପାଇଁ ସାରା ଦେଶ ଲକଡାଉନ୍ ଥିବା ବେଳେ ଆସନ୍ତା ମେ ମାସ ୩ ତାରିଖ ପର୍ଯ୍ୟନ୍ତ ତାଲାବନ୍ଦ ବଳବତ୍ତର ରହିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe