୧୫ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମୋହର। ଭୁବନେଶ୍ୱରରେ ଜଳଯୋଗାଣ ପାଇଁ ପ୍ରତିଷ୍ଠା ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ ।

‘ଆମ ପୋଖରୀ’ ଯୋଜନା : ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କନକ ବ୍ୟୁରୋ: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ଏଥିରେ ୧୫ ପ୍ରସ୍ତାବକୁ ମୋହର ବାଜିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଚିଠା ପ୍ରସ୍ତାବକୁ ମୋହର ମିଳିଛି । ଭୁବନେଶ୍ୱରରେ ଜଳଯୋଗାଣ ପାଇଁ ପ୍ରତିଷ୍ଠା ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ । ଏମଏସଏମଇ ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନ ହେବ । ତୃତୀୟ ଲିଙ୍ଗୀ ସନ୍ତାନକୁ ମିଳିବ ପରିବା ପେନସନ । ଜେଲରେ କଏଦୀଙ୍କ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ ମିଳିବ କ୍ଷତିପୂରଣ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe