୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ: ଆସିବ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ

Advertisment
୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ: ଆସିବ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ

କନକ ବ୍ୟୁରୋ: ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ଆସିବ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ।  www.orissaresults.nic.in ରେ ପ୍ରକାଶ ପାଇବ ରେଜଲ୍ଟ । ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ପରୀକ୍ଷା ଫଳ । ସିଏଚଏସଇ ପକ୍ଷରୁ ପରୀକ୍ଷା ଫଳ ବାହାରିବା ନେଇ ସୂଚନା ମିଳିଛି । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତବର୍ଷ ତୁଳନାରେ ୨୬ ହଜାର ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

ଚଳିତବର୍ଷ ଡିଜିଟାଲ ପ୍ଲାଟଫର୍ମରେ ମଧ୍ୟ ପରୀକ୍ଷାଫଳ ପ୍ରକାଶିତ ହେବ ।

publive-image

ଏହି ଲିଙ୍କରେ କ୍ଲିକ୍ କରି ମଧ୍ୟ ଛାତ୍ରଛାତ୍ରୀ ନିଜର ପରୀକ୍ଷାଫଳ ଜାଣିପାରିବେ : results.digilocker.gov.in

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe