କନକ ବ୍ୟୁରୋ : ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା । ୧୧୦୬ ପରୀକ୍ଷା ସେଂଟରରେ ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୮୦ ହଜାର ଛାତ୍ରଛାତ୍ରୀ । ପ୍ରଥମ ଦିନରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀ ଦେଉଛନ୍ତି ଇଂରାଜୀ ପରୀକ୍ଷା । ଆସନ୍ତାକାଲିଠାରୁ କଳା ବିଭାଗର ପରୀକ୍ଷା ଆରମ୍ଭ ହେବ ।
ଏହା ସହ ଦେଖନ୍ତୁ ଏହି ଭିଡିଓ -
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/03/vlcsnap-2017-03-06-07h24m42s732.png)