ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା :୧୧୦୬ ସେଂଟରରେ ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୮୦ ହଜାର ଛାତ୍ରଛାତ୍ରୀ

Advertisment
ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା :୧୧୦୬ ସେଂଟରରେ ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୮୦ ହଜାର ଛାତ୍ରଛାତ୍ରୀ

କନକ ବ୍ୟୁରୋ : ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା । ୧୧୦୬ ପରୀକ୍ଷା ସେଂଟରରେ ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୮୦ ହଜାର ଛାତ୍ରଛାତ୍ରୀ । ପ୍ରଥମ ଦିନରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀ ଦେଉଛନ୍ତି ଇଂରାଜୀ ପରୀକ୍ଷା । ଆସନ୍ତାକାଲିଠାରୁ କଳା ବିଭାଗର ପରୀକ୍ଷା ଆରମ୍ଭ ହେବ ।

ଏହା ସହ ଦେଖନ୍ତୁ ଏହି ଭିଡିଓ -

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe