କନକ ବ୍ୟୁରୋ: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମମନ୍ତୁଦ ଦୁର୍ଘଟଣା । ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡି ସେମାନଙ୍କୁ ଧକ୍କା ଦେଇଥିଲା । ଏପରିକି ଗାଡିର ବେଗ ଏତେ ଅଧିକ ଥିଲା ଯେ ଦୁର୍ଘଟଣା ପରେ ନରୋକି ଉକ୍ତ ବ୍ୟକ୍ତି ଜଣଙ୍କୁ ପଳାଶୁଣୀରୁ ସତ୍ୟବିହାର ଯାଏଁ ଘୋଷାଡି ନେଇଥିଲା । ଫଳରେ ଦୁହିଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡିଛି ।
ସୂଚନା ମୁତାବ. ଦମ୍ପତ୍ତି ସକାଳୁ ପୁରୀରୁ ମହାପ୍ରଭୁଙ୍କ ଦର୍ଶନ ସାରି ପଳାଶୁଣୀରେ ବସ୍ ଓହ୍ଲାଇ ଘରକୁ ଫେରୁଥିଲେ । ରାସ୍ତା ପରିହେବାବେଳେ ଧକ୍କା ଦେଲା ଗାଡି । ଫଳରେ ଘଟଣାସ୍ଥଳରେ ହିଁ ଦୁହିଁଙ୍କର ମୃତ୍ୟୁ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/05/3-10.jpg)