ସିଜ୍ ହେଲା ବୈଜୟନ୍ତଙ୍କ ହେଲିକପ୍ଟର ! ଚିଲିକା ଉପରେ ହେଲିକପ୍ଟର ଉଡାଇବା ନେଇ ଥିଲା ବିବାଦ ।
କନକ ବ୍ୟୁରୋ : ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ହେଲିକପ୍ଟରକୁ ସିଜ୍ କଲା ପୋଲିସ୍ । ଚିଲିକାର ନୋ ଫ୍ଲାଇଙ୍ଗ୍ ଜୋନରେ ହେଲିକପ୍ଟର ଉଡାଇବା ଅଭିଯୋଗରେ ଏହାକୁ ସିଜ୍ କରିଛି ପୋଲିସ୍ । ଏହା ସହିତ ବୈଜୟନ୍ତଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି । ଏନେଇ ସୂଚନା ଦେଇଛନ୍ତି ପୁରୀ ଏସପି ସାର୍ଥକ…