କାହିଁକି ୯ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲାନି ବିଜେଡି ! ନୂଆ ରଣନୀତି ସହ ମଇଦାନକୁ ଓହ୍ଲାଇବା ପାଇଁ…
କନକ ବ୍ୟୁରୋ : ନବୀନଙ୍କ ୯ ଟି କନଫ୍ୟୁଜନ୍ । ପ୍ରାର୍ଥୀଙ୍କୁ ନେଇ ଦ୍ୱନ୍ଦ୍ୱରେ ବିଜୁ ଜନତା ଦଳ । ପ୍ରଥମ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଯାଉଥିବା ୯ଟି ଲୋକସଭା ଓ ଏହା ଅନ୍ତର୍ଗତ ବିଧାନସଭା କ୍ଷେତ୍ର ଲାଗି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…