ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଉପହାର । ଠିକ୍ ସମୟରେ ଋଣ ପରିଶୋଧ କଲେ ବିନା ସୁଧରେ ମିଳିବ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ…
କନକ ବ୍ୟୁରୋ : ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଉପସ୍ଥ୍ାପିତ ହୋଇଛି ରାଜ୍ୟ ବଜେଟ । ପଞ୍ଚମ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟରେ କୃଷକଙ୍କୁ ଗୁରୁତ୍ୱ ଦେଇଛନ୍ତି ନବୀନ ସରକାର । କାଳିଆ ଯୋଜନା ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଚାଷୀଙ୍କ ପାଇଁ କୋଟି କୋଟି…