ଓଡିଆ ପୁଅଙ୍କ କାନ୍ଧରେ କାଶ୍ମୀର ଭାର: ଜାମ୍ମୁ-କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବେ ଶପଥ ନେଲେ ଗିରୀଶ ମୁର୍ମୁ
କନକ ବ୍ୟୁରୋ: ଜାମ୍ମୁ-କାଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଓଡିଆ ପୁଅ । ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ଓଡିଆ ପୁଅ ଗିରୀଶ ମୁର୍ମୁ । ଭବ୍ୟ ସମାରୋହରେ ଉପ ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ମୁର୍ମୁ । ଜାମ୍ମୁ-କାଶ୍ମୀର ହାଇକୋର୍ଟ ମୁଖ୍ୟ ବିଚାରପତି ଗିରୀଶଙ୍କୁ…