Daily Archives

August 5, 2020

ଯୋଦ୍ଧାଙ୍କ ପାଇଁ ୧ ମିନିଟ୍ । କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲା ସାରା ଓଡିଶା । ୧ ମିନିଟ୍ ନିରବ ପ୍ରାର୍ଥନା କରି…

କନକ ବ୍ୟୁରୋ: କରୋନା ଯୋଦ୍ଧାଙ୍କ ପାଇଁ ପ୍ରାର୍ଥନା କଲା ପୂରା ଓଡିଶା । ଯୋଦ୍ଧାଙ୍କ ପାଇଁ ୧ ମିନିଟ୍ ନିରବ ପ୍ରାର୍ଥନା କଲା ସାରା ଓଡିଶା । ଯେଉଁମାନେ ମହାମାରୀ ମୁକାବିଲାରେ ନିଜ ଘର ପରିବାର ଭୁଲି ଲଢେଇ କରୁଛନ୍ତି । ଯୁଦ୍ଧ ଲଢୁ ଲଢୁ ନିଜ ପ୍ରାଣବଳୀ ଦେଇଛନ୍ତି ସେମାନଙ୍କୁ ସମ୍ମାନ ଜଣାଇବାକୁ…

୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ସତର୍କ ଘଣ୍ଟି! ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ବିପଦ ଥିବା ନେଇ ଅରେଞ୍ଜ…

କନକ ବ୍ୟୁରୋ: ୧୦ ଜିଲ୍ଲାକୁ ସତର୍କ ଘଣ୍ଟି । ଆସନ୍ତାକାଲି ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ ସତର୍କ କରାଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ । କାଲିସୁଦ୍ଧା ରାଜ୍ୟର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର,…

ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା ଭୂତାଣୁ । ଆଜି ଆଉ ୧୩୭ ପଜିଟିଭ୍ ଚିହ୍ନଟ, ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଏବଂ ଲୋକାଲରୁ…

କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୧୩୭ ପଜିଟିଭ୍ । ଯେଉଁଥରେ ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୪ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ…

କରୋନା ଓ କଟକଣା: କଂଟାବାଂଜିରେ ୩ ଆଇନଜୀବୀ ସଂକ୍ରମିତ ହେବା ପରେ ୪ଟି ୱାର୍ଡ ଅବରୋଧ ଅଂଚଳ ଘୋଷଣା; ସେପଟେ ରାଉରକେଲାରୁ…

କନକ ବ୍ୟୁରୋ: ବଲାଙ୍ଗୀରରୁ ଆଜି ୧୧ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୩୦କୁ ବୃଦ୍ଧି ପାଇଛି । ୩୩୮ଜଣ ସୁସ୍ଥ ହୋଇଥିବା ବେଳେ ୧୯୨ଟି ସକ୍ରିୟ ମାମଲା ରହିଛି । ଏହାରି ଭିତରେ କଂଟାବାଂଜି ସହରରେ ଦିନକୁ ଦିନ କରୋନା ଗ୍ରାଫ୍ ଉପରମୁହାଁ ହେବାରେ ଲାଗିଛି ।…

ଇତିହାସରେ ଯୋଡି ହେଲା ଆଉ ଏକ ନୂଆ ଅଧାୟ: ଭବ୍ୟ ରାମ ମନ୍ଦିରର ଭୂମିପୂଜନ କଲେ ପ୍ରଧାନମନ୍ତ୍ରୀ; ଶିଳାନ୍ୟାସ ପରେ କହିଲେ,…

କନକ ବ୍ୟୁରୋ: ଇତିହାସରେ ଯୋଡି ହେଲା ଆଉ ଏକ ନୂତନ ଅଧ୍ୟାୟ । ଦୀର୍ଘ ୫ଶହ ବର୍ଷର ଅପେକ୍ଷାର ହେଲା ଅନ୍ତ ହୋଇଛି । ରାମ ଜନ୍ମଭୂମି ଅଯୋଧ୍ୟାରେ କୋଟି କୋଟି ଲୋକଙ୍କ ହୃଦୟର ଦେବତା ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ହୋଇଛି ଶିଳାନ୍ୟାସ । ଭଗବାନ ରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ…

ପୂର୍ବତନ ପୋଲିସ ଡିଜି ଏସ୍‌. ଏନ୍‌. ତିୱାରୀଙ୍କ ପରଲୋକ: ୮୧ ବର୍ଷ ବୟସରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ…

କନକ ବ୍ୟୁରୋ: ପୂର୍ବତନ ପୁଲିସ ମହାନିର୍ଦେଶକ ଶ୍ୟାମ ନାରାୟଣ ତିୱାରୀଙ୍କ ପରଲୋକ । ୮୧ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି । ଦୀର୍ଘ ଦିନ ହେବ କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏସଏନ…