Daily Archives

October 27, 2020

ଗରମ ହେଉଛି ଉପ-ନିର୍ବାଚନ ରାଜନୀତି । ବାଲେଶ୍ୱରରେ ୩ ପ୍ରମୁଖ ଦଳର ଜୋରଦାର ପ୍ରଚାର । ପ୍ରଚାର ବେଳେ କେନ୍ଦ୍ର…

କନକ ବ୍ୟୁରୋ : ଉପ-ନିର୍ବାଚନ ପାଇଁ ପ୍ରଚାର ସମୟରେ ନେତାଙ୍କୁ ପ୍ରଶ୍ନବାଣରେ ଘେରୁଛନ୍ତି ଜନତା । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା ବାଲେଶ୍ୱରରେ ଯେତେବେଳେ କେନ୍ଦ୍ର ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ପ୍ରତାପ ଷଡଙ୍ଗୀ ପ୍ରଚାର ମୌଦାନକୁ ଓହ୍ଲାଇଥିଲେ ସେତେବେଳେ ଜନତା ପଚାରିଥିଲେ…

ଆଇପିଏଲ ଲଢେଇ : ଟସ୍ ଜିତି ଦିଲ୍ଲୀର ବୋଲିଂ ନିଷ୍ପତ୍ତି । ପ୍ରଥମେ ବ୍ୟାଟିଂ କରିବ ହାଇଦ୍ରାବାଦ

କନକ ବ୍ୟୁରୋ : ଆଜିର ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ ସନରାଇଜର୍ସ ହାଇଦ୍ରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍ସ । ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଦିଲ୍ଲୀ । ତେଣୁ ପ୍ରଥମେ ବ୍ୟାଟିଂ ପାଇଁ ମୈଦାନକୁ ଓହ୍ଲାଇବ ହାଇଦ୍ରାବାଦ । ଏହି ମ୍ୟାଚରେ ହାଇଦ୍ରାବାଦ ବିଜୟ ହାସଲ…

ରାଜଧାନୀବାସୀଙ୍କୁ ଆଶ୍ୱସ୍ଥି । ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଆଜି ଭୁବନେଶ୍ୱରରୁ…

କନକ ବ୍ୟୁରୋ : ରାଜଧାନୀବାସୀଙ୍କୁ ଆଶ୍ୱସ୍ଥି । ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଆଜି ଭୁବନେଶ୍ୱରରୁ ୮୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ଭଳି ଆଜି ବି ୧୦୦ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେପଟେ ଆଜି ଭୁବେନେଶ୍ୱରରୁ ୨୩୦ ଜଣ କରୋନା…

ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଚାଲିଛି ପ୍ରଚାର । କାହା ମୁଣ୍ଡରେ ହାତୀ ଢାଳିବ ସୁନା କଳଶ, କିଏ ହେବ ସଦର ଭୋଟରଙ୍କ…

କନକ ବ୍ୟୁରୋ : ବାଲେଶ୍ୱର ସଦର ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । କୋଭିଡ୍ କଟକଣାର ଖୋଲା ଖୋଲି ଉଲଙ୍ଘନକରି ପ୍ରମୁଖ ୩ ରାଜନୈତିକ ଦଳ ଚଳାଇଛନ୍ତି ଘମାଘୋଟ୍ ପ୍ରଚାର । ମାସ୍କ ନପିନ୍ଧିଥିବା ଅଭିଯୋଗରେ ସାଧାରଣ ଲୋକଙ୍କ ଠାରୁ ଜରିମାନା ଆଦାୟ କରୁଥିବା ପୋଲିସ ସେଠି କିନ୍ତୁ…

ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ । ପରାଗ ଗୁପ୍ତା ହେଲେ ଓଏଫଡିସି ଅଧ୍ୟକ୍ଷ । ସୁରେନ୍ଦ୍ର କୁମାରଙ୍କୁ ଓଏମସି ଅଧ୍ୟକ୍ଷ…

କନକ ବ୍ୟୁରୋ : ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ୍‌ ଅଧିକାରୀ ପରାଗ ଗୁପ୍ତାଙ୍କୁ ଓଏଫଡିସି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଇସ୍ପାତ ଓ ଖଣି ସଚିବ ସୁରେନ୍ଦ୍ର କୁମାରଙ୍କୁ ଓଏମ୍‌ସି ଅଧ୍ୟକ୍ଷ ପଦରେ ନିଯୁକ୍ତି ମିଳିଛି। ସେହିପରି ଗୃହ ଓ ନଗର…

ନଭେମ୍ବର ୩୦ ଯାଏଁ ଅନଲକ ୬.୦ ଗାଇଡଲାଇନ ଜାରି କଲେ କେନ୍ଦ୍ର ସରକାର । ଅବରୋଧ ଅଞ୍ଚଳରେ ନଭେମ୍ବର ୩୦ ଯାଏଁ ଲକଡାଉନ ରହିବ…

କନକ ବ୍ୟୁରୋ : ନଭେମ୍ବର ୩୦ ଯାଏଁ ଦେଶରେ ଅନଲକ ୬.୦ ଗାଇଡଲାଇନ ଜାରି କଲେ କେନ୍ଦ୍ର ସରକାର । ହେଲେ ନଭେମ୍ବର ୩୦ ଯାଏଁ କଣ୍ଟେନମେଣ୍ଟ ଜୋନରେ ଲକଡାଉନ ବଳବତ୍ତର ରହିବ । ରାଜ୍ୟ ଭିତରେ ଓ ଅନ୍ୟ ରାଜ୍ୟକୁ ଗମନାଗମନରେ କଟକଣା ନାହିଁ । ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି…