Daily Archives

December 31, 2020

ନୂଆବର୍ଷ ପାଇଁ ଦିଲ୍ଲୀରେ ନାଇଟ୍ କର୍ଫ୍ୟୁ । ଆଜି ଓ ଆସନ୍ତକାଲି ରାତି ୧୧ଟାରୁ ସକାଳ ୬ଟା ଯାଏଁ କଟକଣା । ୫ରୁ ଅଧିକ ଲୋକ…

କନକ ବ୍ୟୁରୋ : ଜିରୋ ନାଇଟ୍ ସେଲିବ୍ରେସନ ଓ ନୂଆ ବର୍ଷ ପାଳନକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଟକଣା ଜାରି ହୋଇଛି । ଆଜି ଓ ଆସନ୍ତାକାଲି ଦିଲ୍ଲୀ ପାଇଁ ନାଇଟ କର୍ଫ୍ୟୁ ଘୋଷଣା କରାଯାଇଛି । ରାତି ୧୧ଟାରୁ ସକାଳ ୬ଟା ଯାଏଁ ଏହି କଟକଣା ବଳବର୍ତର ରହିବ । ରାତି ୧୧ଟା ପରେ ନୂଆ ବର୍ଷ ପାଳନ ଏବଂ…

ନୂଆବର୍ଷ ପାଳନ ଉପରେ କଟକଣା । ସାରା ରାଜ୍ୟରେ ରାତି ୧୦ଟାରୁ କାଲି ସକାଳ ୫ଟା ଯାଏ ଜାରି ହେଲା କର୍ଫ୍ୟୁ, କେବଳ ଜରୁରୀ…

କନକ ବ୍ୟୁରୋ : ଆଜି ରାତିରେ ସାରା ରାଜ୍ୟରେ କର୍ଫ୍ୟୁ । ରାତି ୧୦ରୁ ସକାଳ ୫ଟା ଯାଏଁ ଜାରି ହେଲା କଟକଣା । ଆଜି ଓ କାଲି ସର୍ବସାଧାରଣ ସ୍ଥାନରେ ନୂଆବର୍ଷ ପାଳନ ମନା । କଟକ, ଭୁବନେଶ୍ୱରରେ ୧୪୪ ଧାରା । ରାତି ୯ଟା ପରେ ଘରୁ ନବାହାରିବାକୁ ପରାମର୍ଶ । କରୋନା ଭୟ ଯୋଗୁଁ ବର୍ଷ ତମାମ କଟକଣା…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓବିସି ଓ ଏସଇବିସିଙ୍କ ସ୍ଥାନ ସଂରକ୍ଷଣ…

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓବିସିଙ୍କୁ ଚାକିରି କ୍ଷେତ୍ରରେ ଓ ସାମାଜିକ ଆର୍ଥିକ ଦୃଷ୍ଟିରୁ ଏସଇବିସିଙ୍କୁ ଶିକ୍ଷା କ୍ଷେତ୍ରରେ ସ୍ଥାନ ସଂରକ୍ଷଣ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି…

ବଦଳିଲେ ବିଜୁ ମହିଳା ଦଳର ସଭାପତି । ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜୁ ମହିଳା ଦଳର ନୂଆ ସଭାପତି ।

କନକ ବ୍ୟୁରୋ : ବଦଳିଲେ ବିଜୁ ମହିଳା ଦଳର ସଭାପତି । ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜୁ ମହିଳା ଦଳର ସଭାପତି ଭାବେ ଦାୟିତ୍ୱ ଦିଆଯାଇଛି । ଏନେଇ ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନଓ ମଙ୍ଗରାଜ ସୂଚନା ଦେଇଛନ୍ତି । ୨୦୧୮ ନଭେମ୍ବର ମାସରୁ ମିନତୀ ବେହେରା ବିଜୁ ମହିଳା ଦଳର ସଭାପତି…

୪ ମେ’ରୁ ସିବିଏସଇ ବୋର୍ଡ ପରୀକ୍ଷା । ସିବିଏସଇ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ।

କନକ ବ୍ୟୁରୋ : ୪ ମେ’ରୁ ସିବିଏସଇ ବୋର୍ଡ ପରୀକ୍ଷା । ସିବିଏସଇ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ତାରିଖ ଘୋଷଣା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ । ଏହାସହ ଜୁନ୍ ୧୦ ସୁଦ୍ଧା ପରୀକ୍ଷା ସାରିବାକୁ ଲକ୍ଷ୍ୟ ରହିଛି । ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ…

ଏସସିବିର ହେବ ନବକଳେବର । ୩୫୦ କୋଟି ଟଙ୍କାର ଖର୍ଚ୍ଚରେ ଆଗେଇବ ପ୍ରକଳ୍ପ କାମ । ୨୦୨୪ରେ ଉଦଘାଟନ ପାଇଁ ଲକ୍ଷ୍ୟ ।

କନକ ବ୍ୟୁରୋ : ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ହେବ ନବକଳେବର । ୩୫୦ କୋଟି ଟଙ୍କାର ଖର୍ଚ୍ଚରେ ପ୍ରକଳ୍ପ କାମ ଆଗେଇବ । ଏମ୍ସ ପ୍ଲସ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀ ସ୍ତରରେ ମେଡିକାଲ କଲେଜ ପାଇଁ ଦେଶର ସର୍ବ ବୃହତ ପ୍ରକଳ୍ପ । ୧ ଜାନୁଆରୀ ୨୦୨୪ରେ ଉଦଘାଟନ…