Daily Archives

January 5, 2021

ବିଜେପି ନେତା କୁଳମଣି ବରାଳଙ୍କ ହତ୍ୟା ମାମଲା । ଜଣେ ଅଭିଯୁକ୍ତଙ୍କୁ ଘଟଣା ସ୍ଥଳକୁ ନେଲା ପୁଲିସ । କେମିତି କରିଥିଲେ…

କନକ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ ଡେମୋ ଦେଖାଇଲା ଅଭିଯୁକ୍ତ । ଜଣେ ଅଭିଯୁକ୍ତକୁ ପୁଲିସ ଘଟଣା ସ୍ଥଳକୁ ନେଇଥିଲା । ସେମାନେ କେମିତି ହତ୍ୟା କରିଥିଲେ ସଂପୂର୍ଣ୍ଣ ଡେମୋ କରି ଦେଖାଇଛନ୍ତି । ପୁଲିସ ୪ ଜଣଙ୍କୁ ଅଟକ ରଖିଥିବା ବେଳେ ଜଣେ ଅଭିଯୁକ୍ତକୁ ଘଟଣା ସ୍ଥଳକୁ ନେଇଥିଲେ । ଘଟଣା…

ବାପା ହେଉଛନ୍ତି ଇନ୍ସପେକ୍ଟର, ଝିଅ ହେଲେ ଡିଏସପି । ଝିଅକୁ ସାମ୍ନାରେ ଦେଖି ବାପାର ଛାତି ହୋଇଗଲା କୁଣ୍ଢେମୋଟ । ଗର୍ବର…

କନକ ବ୍ୟୁରୋ : ଜଣେ ସିନିୟର ଅଫିସରଙ୍କୁ ପୋଲିସ କର୍ମଚାରୀ ସାଲ୍ୟୁଟ ମାରୁଥିବା ସାଧାରଣ କଥା । ହେଲେ ଏବେ ଆମେ ଯେଉଁ କଥା କହିବୁ ତାହା ଗୋଟିଏ ବାପାର ସଫଳ ପିତୃତ୍ୟର କାହାଣୀ । ଯେଉଁ ଝିଅକୁ ଦିନେ ବାପା କୋଳେଇ କାଖେଇ ମଣିଷ କରିଥିଲା, ଆଜି ସେହି ବାପା ଆଗରେ ବଡ ଅଫିସର ହୋଇ ଛିଡା ହୋଇଛି ଝିଅ…

ପରିଶ୍ରମ ହିଁ ସଫଳତାର ଚାବିକାଠି । ଯେଉଁଠି ଥିଲେ ସଫେଇ କର୍ମଚାରୀ, ସେହି ପଞ୍ଚାୟତ ଅଫିସର ହେଲେ ସଭାପତି 

କନକ ବ୍ୟୁରୋ : କଥାରେ ଅଛି ପରିଶ୍ରମ ହିଁ ସଫଳତାର ଚାବିକାଠି । ଏହି କଥାକୁ ସତ କରି ଦେଖାଇଛନ୍ତି କେରଳର ଜଣେ ମହିଳା । ତାଙ୍କ କାହାଣୀ ଶୁଣିଲେ ଆପଣ ବି ପାଇବେ ପ୍ରେରଣା । ଆଉ ଜୀବନରେ ଆଗକୁ ବଢିବାରେ ଆପଣଙ୍କର ଯେଉଁ ସ୍ୱପ୍ନ ଅଛି ତାକୁ ମଧ୍ୟ ଖୁରାକ ଯୋଗାଇବ ଏହି ମହିଳାଙ୍କ କାହାଣୀ । କେରଳର…

ବିଜେପି ନେତା ଓ ସହଯୋଗୀଙ୍କୁ ହତ୍ୟା ମାମଲା: ମାହାଙ୍ଗା ଥାନାରେ ଏସପି ଓ ଡିଆଇଜିଙ୍କ ରୁଦ୍ଧ ଦ୍ୱାର ବୈଠକ; ସେପଟେ…

କନକ ବ୍ୟୁରୋ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୁଲିସ ୪ ଜଣଙ୍କୁ ଅଟକ ରଖିଛି ପୁଲିସ । ଏମାନଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ଥିବା କୁହାଯାଉଛି । ଏମାନଙ୍କୁ ଏକ ଅଜ୍ଞାତ ସ୍ଥାନରେ ରଖାଯାଇ ପଚରାଉଚରା କରାଯାଉଛି ।  ସେପଟେ ମାହାଙ୍ଗା ଥାନାରେ ପହଚିଂଛନ୍ତି  ଏସପି ବି, ଯୁଗଳ କିଶୋର ଓ ଡିଆଇଜି…

ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ ବଡ କାର୍ଯ୍ୟାନୁଷ୍ଠାନ । ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

କନକ ବ୍ୟୁରୋ : ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ଜେଲ ଡି.ଆଇ.ଜି, ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି, ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ଅଛନ୍ତି ।…

୭ ବର୍ଷ ବୟସରେ ବିରଳ ସଫଳତା : ମାଇକ୍ରୋସଫ୍ଟ ଟେକନୋଲୋଜି ଆସୋସିଏଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ବଲାଙ୍ଗୀରର ଭେଙ୍କଟ…

କନକ ବ୍ୟୁରୋ : ମାତ୍ର ୭ବର୍ଷ ବୟସରେ ବିରଳ ସଫଳତା । ମାଇକ୍ରୋସଫ୍ଟ ଟେକନୋଲୋଜି ଆସୋସିଏଟ ପରୀକ୍ଷାରେ ସଫଳତାର ସହ ଉତୀର୍ଣ୍ଣ ହୋଇଛନ୍ତି ବଲାଙ୍ଗୀରର ଭେଙ୍କଟ ରମଣ ପଟ୍ଟନାୟକ । ଟେକନୋଲୋଜିରେ କ୍ୟାରିୟର କରିବାକୁ ଚାହୁଁଥିବା ପ୍ରାର୍ଥୀଙ୍କ ପାଇଁ ଏହି ପରୀକ୍ଷା ଆୟୋଜିତ ହୋଇଥାଏ । ଜାଭା,…