Daily Archives

January 19, 2021

ମଣ୍ଡିରେ ପଡି ରହିଛି ଚାଷୀର ଧାନ । ସାମ୍ନାକୁ ଆସିଲା ଅନ୍ନଦାତାଙ୍କ କରୁଣ ଚିତ୍ର । ଟାର୍ଗେଟ ପୂରଣ ହୋଇଥିବା କହି ଧାନ…

କନକ ବ୍ୟୁରୋ : ରାଜ୍ୟର ବିଭିନ୍ନ ଜିଲ୍ଲାରୁ ମଣ୍ଡି ଅବ୍ୟବସ୍ଥା ଚାଷୀଙ୍କୁ ଚିନ୍ତାରେ ପକାଇଛି । ମଣ୍ଡି ଗୁଡିକରେ ହଜାର ହଜାର ବସ୍ତା ଧାନ ପଡି ରହିଛି । ମଣ୍ଡି ଖୋଲିବାର ଅଳ୍ପ ଦିନ ଭିତରେ ଟାର୍ଗେଟ୍ ପୂରଣ ହୋଇଯାଇଥିବା କହି ଆଉ ଧାନ କିଣାଯାଉ ନାହିଁ । ସେପଟେ ମଣ୍ଡିକୁ ଧାନ ବିକ୍ରି କରିବା…

ଅଷ୍ଟ୍ରେଲିଆ ମାଟିରେ ଇତିହାସ ରଚିଲା ଟିମ୍ ଇଣ୍ଡିଆ । ୩୨ ବର୍ଷ ପରେ ବ୍ରିସବେନରେ ହାରିଲା ଅଷ୍ଟ୍ରେଲିଆ, ୨-୧ରେ ଟେଷ୍ଟ…

କନକ ବ୍ୟୁରୋ : ବିଦେଶ ମାଟିରେ ଟିମ ଇଣ୍ଡିଆର ଐତିହାସିକ ଟେଷ୍ଟ ବିଜୟ । ଅଷ୍ଟେଲିଆ ଭଳି ଏକ ଶକ୍ତିଶାଳୀ ଦଳକୁ ତାର ଘରୋଇ ମାଟିରେ ପରାଜିତ କରିଛି ଭାରତୀୟ କ୍ରିକେଟ ଦଳ । ବ୍ରିସବେନରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟ ମ୍ୟାଚକୁ ୩ ୱିକେଟରେ ଜିତି ଟେଷ୍ଟ ସିରିଜକୁ ୨-୧ରେ ଜିତି ନେଇଛି ଭାରତ । ଗତ…

ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ଦଳକୁ ଫେରିଲେ ବିରାଟ କୋହଲି ।  

କନକ ବ୍ୟୁରୋ : ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରେ ଦଳକୁ ଫେରିଛନ୍ତି ଅଧିନାୟକ ବିରାଟ କୋହଲି । ତେଣୁ ରାହାଣେଙ୍କୁ ଏବେ ଉପ ଅଧିନାୟକ କରାଯାଇଛି । ଏହାସହ ଇଶାନ୍ତ ଶର୍ମା ଓ ଅଶ୍ୱିନୀ ମଧ୍ୟ ଦଳକୁ ଫେରିଛନ୍ତି । ଏନେଇ ବିସିସିଆଇ ପକ୍ଷରୁ…

ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ରାଜ୍ୟରେ ଆହୁରି ୨ ହଜାରରୁ ଅଧିକ ଡାକ୍ତରଙ୍କୁ…

କନକ ବ୍ୟୁରୋ: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ରାଜ୍ୟରେ ଆହୁରି ୨ ହଜାରରୁ ଅଧିକ ଡାକ୍ତରଙ୍କୁ ଦିଆଯିବ ନିଯୁକ୍ତି । ଓପିଏସସି ପକ୍ଷରୁ ଡାକ୍ତର ଓ ଦନ୍ତ ଚିକିତ୍ସକ ପଦବୀ ପୂରଣ କରାଯିବ । ଡାକ୍ତର ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇବ । ନୂଆ କରି…

ଉଷୁନା, ଅରୁଆ ଚାଉଳ ରାଜନୀତି ଭିତରେ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ । ପିୟୂଷ ଗୋୟଲଙ୍କୁ…

କନକ ବ୍ୟୁରୋ : ଅରୁଆ, ଉଷୁନା ଚାଉଳ ରାଜନୀତି ତେଜିବାରେ ଲାଗିଛି । ଆଜି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି । ଚିଠିରେ କେନ୍ଦ୍ର ସରକାରଙ୍କୁ ସଂଗ୍ରହ ହୋଇଥିବା ଉଷୁନା ଚାଉଳ ଗ୍ରହଣ କରିବାକୁ…

ଚଣ୍ଡୀ ପ୍ରସାଦ ମହାନ୍ତିଙ୍କୁ ଟ୍ୱିଟ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । କହିଲେ, ଓଡିଶା ପାଇଁ ଏହା ଗର୍ବର…

କନକ ବ୍ୟୁରୋ : ଲେପ୍ଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ଏହି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେନାର ଉପମୁଖ୍ୟ ଭାବେ ନିଯୁକ୍ତି ପାଇବା ପରେ ତାଙ୍କୁ ନବୀନ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ…