Daily Archives

January 19, 2021

ସ୍ପାଇସ୍ ଜେଟ୍ ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ…

କନକ ବ୍ୟୁରୋ : ଭୁବନେଶ୍ୱରରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । ସ୍ପାଇସ୍ ଜେଟ୍ ବିମାନ ଯୋଗେ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ ଟିକା ଭଣ୍ଡାରକୁ ଟିକା ସ୍ଥାନାନ୍ତର କରାଯାଇଛି । ତେବେ ଆସନ୍ତା ୩ ଦିନ ଭିତରେ ଟିକା…

ଛତିଶଗଡ କୋଲାବ ଡ୍ୟାମରେ ଅଟକିଛି ମହାନଦୀ ପାଣି: ଉପରମୁଣ୍ଡରେ ଉଛୁଳୁଛି ପାଣି, ଶୁଖିଲା ପଡିଛି ଓଡିଶା ପଟ

କନକ ବ୍ୟୁରୋ: ମହାନଦୀ ଜଳ ବିବାଦକୁ ନେଇ ଓଡିଶାରେ ବେଶ ହୋହଲ୍ଲା । ବ୍ୟାରେଜ କରି ମହାନଦୀ ପାଣିକୁ ଅଟକାଇ ଦେଇଛି ଛତିଶଗଡ । ଏହାକୁ ନେଇ ଓଡିଶାରୁ ଦିଲ୍ଲୀ ସବୁଠି ତମ୍ବି ତୋଫାନ ହେବା ପରେ ବି ଏଥିରେ ବିଶେଷ କିଛି ପରିବର୍ତ୍ତନ ଆସିନାହିଁ । ଏଯାଏଁ କୌଣସି ସମାଧାନ ହୋଇ ପାରୁନାହିଁ । ଏହି…

ବାଣୀବିହାରରେ ଶାନ୍ତି ଫେରାଇ ଆଣିବା ପାଇଁ ଛାତ୍ରଙ୍କ ସହ ଆଲୋଚନା କଲେ କୁଳପତି: କହିଲେ, ଦିଆଯିବ ଉତ୍ତମ ମାନର ଖାଦ୍ୟ,…

କନକ ବ୍ୟୁରୋ: ବାଣୀବିହାରରେ ଦୁଇ ଛାତ୍ରଛାତ୍ରୀ ଗୋଷ୍ଠୀ ମୁହାଁମୁହିଁ ଘଟଣାରେ ପୁଲିସ କମିସନରଙ୍କୁ ଭେଟିଛନ୍ତି କୁଳପତି । ପ୍ରଫେସର ସବିତା ଆଚାର୍ଯ୍ୟ ପୁଲିସ କମିସନରଙ୍କୁ ଭେଟି ବାଣୀବିହାରରେ ଅଶାନ୍ତ ପରିସ୍ଥିତିକୁ ନେଇ ଆଲୋଚନା କରିଛନ୍ତି । ଏହାସହ କ୍ୟାମ୍ପସରେ ଶାନ୍ତି ଫେରାଇ ଆଣିବା ପାଇଁ…

ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଏକାଠି ହେଲେ ହଜାର ହଜାର ଆଦିବାସୀ: ମାଲକାନଗିରି ମାଥିଲି ସୀମାରେ ପ୍ରଜାମେଳି

କନକ ବ୍ୟୁରୋ: ଛତିଶଗଡ଼ର କୋକ୍ରାଲ ଡ଼୍ୟାମ ଓ କୌସ୍ତବ ମାଇନ୍ସକୁ ବିରୋଧ କରି ମାଲକାନଗିରି ମାଥିଲି ସୀମାରେ ପ୍ରଜାମେଳି । ହଜାର ହଜାର ଆଦିବାସୀ ଏକାଠି ହୋଇ  ପାରମ୍ପାରିକ ଅସ୍ତ୍ରଶସ୍ତ୍ର ଧରି ଓଡିଶା ସୀମାରେ ହେବାକୁ ଥିବା ଡ୍ୟାମ ଓ କୌସ୍ତବ ମାଇନ୍ସକୁ ବିରୋଧ କରିଛନ୍ତି । କମାରପାଲି ପଂଚାୟତ…

ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ନବୀନ । ଟୁଇଟ୍ କରି ଯୁବ ଖେଳାଳିଙ୍କୁ କଲେ ପ୍ରଶଂସା

କନକ ବ୍ୟୁରୋ: ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଷ୍ଟ୍ରେଲିଆ ବିପକ୍ଷରେ ଦଳର ଏହି ଦମଦାର ବିଜୟ ପରେ ନବୀନ ଟୁଇଟ୍ କରି ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟୁଇଟ୍ କରି ନବୀନ ଲେଖିଛନ୍ତି ଯେ, ବର୍ଡର-ଗାଭାସ୍କର ଟ୍ରଫି…

ବ୍ରିସବେନ୍ ବିଜୟ ପରେ ଛୁଟିଲା ଶୁଭେଚ୍ଛାର ସୁଅ: ବିଦେଶ ମାଟିରେ ଭାରତର ଐତିହାସିକ ବିଜୟ ପାଇଁ ଟିମ୍ ଇଣ୍ଡିଆକୁ…

କନକ ବ୍ୟୁରୋ: ଟିମ୍ ଇଣ୍ଡିଆର ବ୍ରିସବେନ୍ ବିଜୟକୁ ନେଇ ବେଶ ଖୁସି ଜାହିର କରିଛନ୍ତି ପ୍ରଧାନମନ୍ତ୍ରୀ । ଭାରତର ଐତିହାସିକ ବିଜୟ ପାଇଁ ଭାରତୀୟ ଦଳକୁ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ନରେନ୍ଦ୍ର ମୋଦି । ସେପଟେ, ଆଜିର ଐତିହାସିକ ବିଜୟ ପରେ ଭାରତୀୟ ଦଳ ପାଇଁ ବୋନସ ଘୋଷଣା କରିଛି ବିସିସିଆଇ…