Daily Archives

January 19, 2021

ତେଜିଲା ଚାଉଳ ରାଜନୀତି: ବିଜେଡି ଉଷୁନା ଚାଉଳ କଥା ଉଠାଇଥିବା ବେଳେ ବିଜେପି ଉଠାଇଲା ଅରୁଆ ଚାଉଳ ପ୍ରସଙ୍ଗ;…

କନକ ବ୍ୟୁରୋ: ତେଜିଲା ଉଷୁନା-ଅରୁଆ ଚାଉଳ ରାଜନୀତି । ବିଜେଡି ଉଷୁନା ଚାଉଳ କଥା ଉଠାଇଥିବା ବେଳେ ବିଜେପି ଅରୁଆ ଚାଉଳ ପ୍ରସଙ୍ଗ ଉଠାଇଛି । ବିଜେପି ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ସାମ୍ବାଦିକ ସମ୍ମିଳନୀ କରି ବିଜେଡି ଉପରେ ବର୍ଷିଛନ୍ତି । ଓଡିଶାରେ ଚାଷୀମାନଙ୍କର…

ଅଷ୍ଟ୍ରେଲିଆରେ ସିରିଜ ଜିତିଲା ଭାରତ, ୫ କୋଟିର ବୋନସ ଦେଲା ବିସିସିଆଇ । 

 କନକ ବ୍ୟୁରୋ :  ବ୍ରିସବେନରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ବିସିସିଆଇ ବଡ ଘୋଷଣା କରିଛି । ଦଳ ପାଇଁ ବିସିସିଆଇ ୫ କୋଟି ଟଙ୍କାର ବୋନସ୍ ଘୋଷଣା କରିଛି । ବିସିସିଆଇ ସମ୍ପାଦକ ଜୟ ଶାହ ଏନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି । ମଙ୍ଗଳବାର ବ୍ରିସବେନ୍ ଟେଷ୍ଟରେ ଦଳ ବିଜୟ ହେବା ସହିତ…

ଓଡିଶାରେ ନୂଆ ସେନା ଉପମୁଖ୍ୟ: ଭୁବନେଶ୍ୱର ପହଞ୍ଚିଲେ ଚଣ୍ଡି ପ୍ରସାଦ ମହାନ୍ତି; ବିମାନବନ୍ଦରରେ ୧୨୦ ବାଟାଲିୟନ ପକ୍ଷରୁ…

କନକ ବ୍ୟୁରୋ: ଓଡିଶାରେ ନୂତନ ଭାବେ ନିଯୁକ୍ତ ହୋଇଥିବା ସେନା ଉପମୁଖ୍ୟ ଚଣ୍ଡି ପ୍ରସାଦ ମହାନ୍ତି । ଗତକାଲି ସେନା ଉପମୁଖ୍ୟ ଭାବେ ମନୋନୀତ ହେବା ପରେ ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଚଣ୍ଡି ପ୍ରସାଦ ମହାନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ…

ଟିମ୍ ଇଣ୍ଡିଆର କଙ୍ଗାରୁ ଶିକାର । ଅଷ୍ଟ୍ରେଲିଆରେ ଇତିହାସ ରଚିଲା ଭାରତ, ୨-୧ରେ ହାତେଇଲା ସିରିଜ ।

କନକ ବ୍ୟୁରୋ : ଇତିହାସ ରଚିଲା ଭାରତ । ବିଦେଶ ମାଟିରେ ଭାରତର ବଡ ବିଜୟ । ବ୍ରିସବେନରେ ଟିମ୍ ଇଣ୍ଡିଆ ଉଡାଇଲା ବିଜୟ ବାନା । ଅଷ୍ଟ୍ରେଲିଆକୁ ତା ନିଜ ମାଟିରେ ମାତ୍ ଦେଇ ଐତିହାସିକ ବିଜୟ ହାସଲ କଲା ଭାରତ । ବ୍ରିସବେନ ବିଜୟ ସହ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ କବଜା କରିଛି ଟିମ ଇଣ୍ଡିଆ । ଆଉ…

କିଣା ହୋଇପାରୁନି ଧାନ: ଜୟପୁର ମଣ୍ଡିରେ ଗଦା ହୋଇଛି ହଜାର ହଜାର ବସ୍ତା ଧାନ; ଶୀତ କାକରରେ ବର୍ଷକର ପରିଶ୍ରମକୁ ଜଗି…

କନକ ବ୍ୟୁରୋ: ମଣ୍ଡି ଅବ୍ୟବସ୍ଥାର ଅଭାବନୀୟ ଚିତ୍ର । ମଣ୍ଡିରେ ଗଦା ହୋଇଛି ହଜାର ହଜାର ବସ୍ତା ଧାନ । କେତେକ ବସ୍ତା କଣା ହୋଇ ଚାଷୀ କଷ୍ଟ ଉପାର୍ଜିତ ମୂଲ ସବୁ ତଳେ ଗଦା ହୋଇଛି । ଯାହାକୁ ଜାଣିଲେ ଆପଣମାନେ ବି ବିଚଳିତ ହୋଇଯିବେ । ଚାଷୀଙ୍କ ଅବସ୍ଥା କଣ ହେଉଥିବ ଥରେ ଚିନ୍ତା କରନ୍ତୁ ।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । ପ୍ରତିବର୍ଷ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀକୁ ‘ପରାକ୍ରମ ଦିବସ’ ଭାବେ କରାଯିବ ପାଳନ ।

କନକ ବ୍ୟୁରୋ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ଏନଡିଏ ସରକାର ପ୍ରତିବର୍ଷ ଜାନୁଆରୀ ୨୩ ତାରିଖରେ ସୁବାଷ ବୋଷଙ୍କ ଜନ୍ମଦିନ ପାଳନ କରିବାର ନିଷ୍ପତ୍ତି ନେଇ ଏହି ମହାନ ବୀରଙ୍କ ଜନ୍ମଦିବସକୁ ‘ପରାକ୍ରମ ଦିବସ’ ଭାବେ ପାଳନ କରାଯିବ ବୋଲି ଘୋଷଣା କରିଛନ୍ତି। ଏଣିକି…