Daily Archives

January 24, 2021

ଦିନକ ପରେ ଜାନୁଆରୀ ୨୬: ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ, ପଢନ୍ତୁ ପୂରା…

କନକ ବ୍ୟୁରୋ: ଦିନକ ପରେ ସାଧାରଣତନ୍ତ୍ର ଦିବସ । କରୋନା କଟକଣା ଭିତରେ ଏଥର ପାଳିତ ହେବ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଏନେଇ ରାଜ୍ୟ ସରକାର ବିଭିନ୍ନ ପ୍ରସ୍ତୁତି ଚଳାଇଥିବାବେଳେ କିଏ କେଉଁ ସ୍ଥାନରେ ଜାତୀୟ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ଗୃହ ସଚିବ ଓଡ଼ିଶା ପୋଲିସ…

ଚାକିରୀ ଦେଇ ଦିବ୍ୟାଙ୍ଗ ଯୁବତୀଙ୍କୁ ଯୌନଶୋଷଣ ! ନିଖିଳ ଉତ୍କଳ ଶାରିରୀକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସଂପାଦକଙ୍କ…

କନକ ବ୍ୟୁରୋ : ବାବୁଙ୍କୁ ଖୁସି ନକଲେ ମିଳିବନି ଦରମା । ଅଭିଯୋଗ କଲେ ଜୀବନ ଚାଲିଯିବାର ଭୟ । ଏଭଳି ସଂଗୀନ ଅଭିଯୋଗ ଆଣିଛନ୍ତି, ଜଣେ ଦିବ୍ୟାଙ୍ଗ ଯୁବତୀ । ଭୁବନେଶ୍ୱର ପଳାସପଲ୍ଲୀରେ ଥିବା ନିଖିଳ ଉତ୍କଳ ଶାରିରୀକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସଂପାଦକ ସୁରେଶ ବେହେରା ତାଙ୍କୁ ଯୌନ ନିର୍ଯାତନା…

ଅପମିଶ୍ରିତ ହଳଦି ଓ ଲଙ୍କାଗୁଣ୍ଡ ପରେ ବ୍ରହ୍ମପୁରରେ ନକଲି ସସ୍ କାରଖାନା ଉପରେ ଚଢାଉ : ଅସଲି ବ୍ରାଣ୍ଡ ନାଁରେ ନକଲି…

କନକ ବ୍ୟୁରୋ : ରାଜ୍ୟରେ ବଢୁଛି ନକଲି ସାମଗ୍ରୀର କାରବାର । କଟକ, ସମ୍ବଲପୁର, ରାଜଧାନୀ ପରେ ଏବେ ବ୍ରହ୍ମପୁରରେ ନକଲି କାରଖାନା ଠାବ ହୋଇଛି । ପୂର୍ବରୁ ବ୍ରହ୍ମପୁର ନକଲି ହଳଦୀ ଓ ଲଙ୍କା ଗୁଣ୍ଡ ଜବତ ହୋଇଥିବା ବେଳେ ଏବେ ମିଳିଛି ନକଲି ସସ । ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣପତି…

ଶ୍ରଦ୍ଧାଳୁଙ୍କ ଅସନ୍ତୋଷ ପରେ ଛୋଟ ହେଲା ବଡ଼ଦାଣ୍ଡର ବ୍ୟାରିକେଡ : ମରିଚକୋଟରୁ ଶ୍ରୀମନ୍ଦିର ଯାଏ ବ୍ୟାରିକେଡ ଦେଇ ଯିବେ…

କନକ ବ୍ୟୁରୋ : ଶ୍ରଦ୍ଧାଳୁଙ୍କ ଅସନ୍ତୋଷ ପରେ ପୁରୀ ବଡ଼ଦାଣ୍ଡରୁ ହଟିଲା ବ୍ୟାରକେଡ । ଜଗାକୁ ଦେଖିବାକୁ ଆଉ ଭକ୍ତକୁ ବେଶି ବାଟ ଚାଲିବାକୁ ପଡିବନାହିଁ । ମ୍ୟାର୍କେଟ ଛକ ବଦଳରେ ମରିଚକୋଟରୁ ଶ୍ରୀମନ୍ଦିର ଯାଏ ରହିବ ବ୍ୟାରିକେଡ । ବିନା କୋଭିଡ ରିପୋର୍ଟରେ ଜଗା ଦର୍ଶନ ଆରମ୍ଭ ହେବା ପରେ…

ଦିଲ୍ଲୀରେ ଟ୍ରାକ୍ଟର ରାଲି ପୂର୍ବରୁ କୃଷକଙ୍କୁ ବିରୋଧ: ଗାଜିପୁରର ବିଭିନ୍ନ ପେଟ୍ରୋଲ ଟାଙ୍କିରେ ତେଲ ନଦେବାକୁ ଲାଗିଲା…

କନକ ବ୍ୟୁରୋ: ସାଧାରଣତନ୍ତ୍ର ଦିବସରେ କୃଷକଙ୍କ ଟ୍ରାକ୍ଟର ରାଲି ପୂର୍ବରୁ କୃଷକଙ୍କୁ ବିରୋଧ । ଟ୍ରାକ୍ଟର ପାଇଁ ତେଲ ନଦେବାକୁ ଗାଜିପୁରର ବିଭିନ୍ନ ପେଟ୍ରୋଲ ପମ୍ପରେ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ପୋଷ୍ଟରରେ ଟ୍ରାକ୍ଟର ଓ ବୋତଲରେ ତେଲ ଦିଆଯିବ ନାହିଁ ବୋଲି ଲେଖାଯାଇଛି । ସେପଟେ…

ଭିତରକନିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ : ଇକୋରିଟ୍ରିଟରେ ବିତାଇଲେ ରାତି; ଜଳପଥରେ ବୁଲି ଦେଖିଲେ…

କନକ ବ୍ୟୁରୋ : ଭିତରକନିକା ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇକୋରିଟ୍ରିଟରେ ରାତି ବିତାଇବା ପରେ ଆଜି ସକାଳେ ଭିତରକନିକା ବୁଲୁଛନ୍ତି । ଜଳପଥରେ ଏକ ମୋଟର ବୋଟରେ ଦଳୀୟ ନେତାଙ୍କ ସହ ବୁଲି ପ୍ରାକୃତିକ ଶୋଭା ଉପଭୋଗ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ।…