Daily Archives

January 25, 2021

ନେପାଳରେ ବଡ଼ ଧରଣର ରାଜନୈତିକ ସଂକଟ । କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ବହିଷ୍କାର କରିଛି…

କନକ ବ୍ୟୁରୋ: ଚୀନ କଥାରେ ପଡି ଭାରତ ବିରୋଧୀ ପଦକ୍ଷେପ ନେଉଥିବା ନେପାଳର କାମଚଳା ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ଶେଷରେ ବିଦା କରିଦେଇଛି ତାଙ୍କରି ଦଳ । ଫଳରେ ନେପାଳରେ ବିରାଟ ରାଜନୈତିକ ସଂକଟ ସୃଷ୍ଟି ହୋଇଛି । ଶାସକ କମ୍ୟୁନିଷ୍ଟ ପାର୍ଟି ନେପାଳର ବର୍ତମାନର ପ୍ରଧାନମନ୍ତ୍ରୀ…

ଗଣତନ୍ତ୍ର ଦିବସରେ ଶକ୍ତି ପ୍ରଦର୍ଶନ କରିବେ ଚାଷୀ ସଂଗଠନ । ଦିଲ୍ଲୀରେ ହେବ ବିଶାଳ ଟ୍ରାକ୍ଟର ରାଲି

କନକ ବ୍ୟୁରୋ: ଭାରତରେ ଅଘଟଣ ଘଟାଇବା ପାଇଁ ପାକିସ୍ତାନ ରଚୁଛି ଷଡଯନ୍ତ୍ର । ସାଧାରଣତନ୍ତ୍ର ଦିବସ ଏବଂ ଟ୍ରାକ୍ଟର ରାଲି ଭିତରେ ଅଶାନ୍ତିର ବାତାବରଣ ସୃଷ୍ଟି କରିବା ପାଇଁ ଷଡଯନ୍ତ୍ର ହେଉଥିବା ନେଇ ସୂଚନା ଦେଇଛି ଦିଲ୍ଲୀ ପୋଲିସ୍ । ଆଉ ଏଥିପାଇଁ ସୋସିଆଲ ମିଡିଆକୁ ଅସ୍ତ୍ର କରିଛି ପାକିସ୍ତାନ ।…

ସୁଧୁରୁନି ସଇତାନ ଚୀନ୍ । ସୀମାରେ ପୁଣି ଦେଖାଇଛି ଦୋମୁହାଁ ନୀତି

କନକ ବ୍ୟୁରୋ: ପୁଣି ମୁହାଁମୁହିଁ ହେଲେ ଭାରତୀୟ ସେନା ଓ ପିଏଲଏ । ମିଳିଥିବା ସୂଚନା ଅନୁସାରେ ୩ ଦିନ ତଳେ ସିକିମ୍ ସୀମାରେ ପୁଣି ସାମ୍ନାସାମ୍ନି ହୋଇଛନ୍ତି ଭାରତ ଏବଂ ଚୀନ ସୈନିକ । ଲଦାଖ ସୀମାର ଗଲୱାନ୍, ପେଙ୍ଗଙ୍ଗ, ଗୋଗ୍ରାପୋଷ୍ଟ ଓ ହଟସ୍ପିଙ୍ଗ ଅଂଚଳରେ ଚୀନ ସେନା ଗତ ବର୍ଷ ମେ ମାସରେ…

ହିମାଳୟର ଦୟାରା ବୁଗ୍ୟାଲ ଆରୋହଣ କରିଲେ ୨୩ ଜଣ ଓଡ଼ିଆ । ୧୨,୫୦୦ ଫୁଟ ଉଚ୍ଚତାରେ ହାଡଭଙ୍ଗା ଶୀତରେ ଉଡାଇଲେ ତ୍ରିରଙ୍ଗା…

କନକ ବ୍ୟୁରୋ: ହିମାଳୟର ଦୟାରା ବୁଗ୍ୟାଲ ଆରୋହଣ କରିଲେ ୨୩ ଜଣ ଓଡ଼ିଆ । ଜାନୁଆରୀ ୨୪ ଅପରାହ୍ନ ୧୨ଟା ୫୧ରେ ୧୨,୫୦୦ ଫୁଟ ଉଚ୍ଚତା ଦୟାରା ବୁଗୀୟାଲ ଶୀର୍ଷରେ ପହଞ୍ଚିଛନ୍ତି ଏହି ପର୍ବତାରୋହୀମାନେ । -୫ ଡିଗ୍ରୀ ସେଲିସିୟସ ରୁ -୧୦ ଡିଗ୍ରୀ ସେଲିସିୟସ ହାଡଭାଙ୍ଗା ଶୀତରେ ପ୍ରତିଭା ଅନ୍ୱେଷଣ…

ଆପଣଙ୍କ ଅଞ୍ଚଳର ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ କିଏ ଗ୍ରହଣ କଲେ ? 

କନକ ବ୍ୟୁରୋ : ମୋ ସ୍କୁଲ ଅଭିଯାନ ଦ୍ୱାରା ପୋଷ୍ୟ ସ୍କୁଲ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ ପରେ ଆଜି ମନ୍ତ୍ରୀ, ବିଧାୟକ, ଅଫିସର ମାନେ ଏହି ଅଭିଯାନରେ ସାମିଲ ହୋଇଛନ୍ତି । ନବୀନ ସରକାରରେ ମନ୍ତ୍ରୀ ଥିବା ଦିବ୍ୟ ଶଙ୍କର ମିଶ୍ର କଳାହାଣ୍ଡି ଜିଲ୍ଲାର ଜୁନାଗଡ, ମହାଲିଙ୍ଗ ହାଇସ୍କୁଲକୁ…

ଏଥର ମାଓ ଉପତ୍ୟକାରେ ଉଡିବ ତ୍ରିରଙ୍ଗା । ଗଣତନ୍ତ୍ର ଦିବସରେ ପ୍ରଥମ ଥର ପାଇଁ ତ୍ରିରଙ୍ଗା ଉଡାଇବେ ସ୍ୱାଭିମାନ ଅଂଚଳବାସୀ

କନକ ବ୍ୟୁରୋ: ଏଥର ମାଓ ଉପତ୍ୟକାରେ ଉଡିବ ତ୍ରିରଙ୍ଗା । ୭୨ ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଥମ ଥର ପାଇଁ ତିରଙ୍ଗା ଉଡିବ ସ୍ୱାଭିମାନ ଅଂଚଳରେ । ଏଥିପାଇଁ ପୁଲିସ ଓ ଯବାନମାନଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି । ଜାତୀୟ ଉତ୍ସବ ପାଳନ ହେବାକୁ ଯାଉଥିବାରୁ ସ୍ୱାଭିମାନ ଅଂଚଳବାସୀ…