Daily Archives

February 1, 2021

ଭିନ୍ନକ୍ଷମଙ୍କୁ ଯୌନ ନିର୍ଯାତନା ମାମଲା, ବନ୍ଧା ହେଲା ସୁରେଶ ବେହେରାର ମୁଖ୍ୟ ସହଯୋଗୀ ମଧୁମଞ୍ଜରୀ ଧଳ ।…

କନକ ବ୍ୟୁରୋ : ଭିନ୍ନକ୍ଷମଙ୍କୁ ଯୌନ ନିର୍ଯାତନା ମାମଲାରେ ବନ୍ଧା ହେଲା ସୁରେଶ ବେହେରାର ମୁଖ୍ୟ ସହଯୋଗୀ ମଧୁମଞ୍ଜରୀ ଧଳ । ଭିନ୍ନକ୍ଷମଙ୍କୁ ରାତିକ ରହଣି ପାଇଁ ୫ ହଜାର ଟଙ୍କାର ଲୋଭ ଦେଖାଉଥିଲା ମଧୁମଂଜରୀ ଓ ସୁରେଶ ବେହେରା । ଗତକାଲି ଏୟାରପୋର୍ଟ ଥାନାରେ ଏଭଳି ଏକ ସାଂଘାତିକ ଅଭିଯୋଗ…

ଫେବୃଆରୀ ୧୮ରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ । ୨୨ ତାରିଖରେ ବିଧାନସଭାରେ ଆଗତ ହେବ ବଜେଟ୍

କନକ ବ୍ୟୁରୋ: ଫେବୃଆରୀ ୨୨ ତାରିଖରେ ଆସିବ ରାଜ୍ୟ ବଜେଟ୍ । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ଆଣିବେ ବଜେଟ୍ । ଏଥିସହ ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନ ୧୮ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନରେ…

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଶୁଖିଲା ରହିବ ପାଗ । କେତେକ ଜିଲ୍ଲାରେ ଅନୁଭୂତ ହେବ ଶୀତ ଲହରୀ ।

କନକ ବ୍ୟୁରୋ : ଉତ୍ତରପଶ୍ଚିମ ତଥା ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଏବଂ ଶୁଷ୍କ ବାୟୁର ପ୍ରଭାବରେ ଆଗାମୀ ୩ ରୁ୪ ଦିନ ଯାଏଁ ଓଡ଼ିଶାର କେତେକ ଜିଲ୍ଲାରେ ଶୀତ ଲହରୀ ଏବଂ ତୀବ୍ର ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ…

ଆକ୍ସନ ମୋଡରେ ସରକାର । ଚାଷୀ ଆନ୍ଦୋଳନରେ ମିଛ ଖବର ଖେଳାଉଥିବା ୨୫୦ ଟ୍ୱିଟର ଆକାଉଣ୍ଟ ସସପେଣ୍ଡ

କନକ ବ୍ୟୁରୋ : ଚାଷୀ ଆନ୍ଦୋଳନ ଭିତରେ ୨୫୦ ଟ୍ୱିଟର ଆକାଉଣ୍ଟକୁ ବନ୍ଦ କଲେ କେନ୍ଦ୍ର ସରକାର । ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ଏହି ଫେକ୍ ଟ୍ୱିଟର ଆକାଉଣ୍ଟକୁ ସସପେଣ୍ଡ କରିଦେଇଛି । ଏହି ଆକାଉଣ୍ଟରୁ ଲଗାତାର ଭାବେ ଚାଷୀ ଆନ୍ଦୋଳନକୁ ନେଇ ଉତ୍ତେଜନାପୂର୍ଣ୍ଣ…

ଓଡିଆ ପୁଅଙ୍କୁ ବଡ ଦାୟିତ୍ୱ । ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଲେଫଟନାଣ୍ଟ ଜେନେରାଲ୍‌ ଚଣ୍ଡୀ…

କନକ ବ୍ୟୁରୋ: ଲେଫଟନାଣ୍ଟ ଜେନେରାଲ୍‌ ଚଣ୍ଡୀ ପ୍ରସାଦ ମହାନ୍ତି ଆଜି ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରୀୟ ଇଣ୍ଡିଆନ୍‌ ମିଲିଟାରି କଲେଜ୍‌, ଡେରାଡୁନ୍‌, ନ୍ୟାସନାଲ୍‌ ଡିଫେନ୍‌ସ ଏକାଡେମି, ଖଡକୱାସଲା ଏବଂ ଇଣ୍ଡିଆନ୍‌ ମିଲିଟାରି…

ଅଟୋରେ ଯାଉଥିବା ବେଳେ ଖସିପଡିଲା ବ୍ୟାଗ୍ । ଚଳନ୍ତା ଅଟୋରୁ ଡେଇଁ ମହିଳା ଗୁରୁତର ।

କନକ ବ୍ୟୁରୋ : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ନିକଟରେ ଚଳନ୍ତା ଅଟୋରୁ ଡେଇଁ ଜଣେ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ, ପାପଡାହାଣ୍ଡି ବ୍ଲକ ସିରସି ଗ୍ରାମପଞ୍ଚାୟତ…