Daily Archives

February 9, 2021

କ’ଣ ରହିବ ରାଜ୍ୟ ବଜେଟର ରୂପରେଖ ? ବଜେଟରେ କାହାକୁ ମିଳିବ କେତେ ? ମନ୍ତ୍ରୀ ପରିଷଦ ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷ…

କନକ ବ୍ୟୁରୋ : କ’ଣ ରହିବ ବଜେଟର ରୂପରେଖ ? ବଜେଟରେ କାହାକୁ ମିଳିବ କେତେ ? ଆସନ୍ତା ୨୨ ତାରିଖରେ ଆସିବାକୁ ଯାଉଛି ରାଜ୍ୟ ବଜେଟ । କରୋନା ଯୋଗୁଁ ଦେଶ ତଥା ରାଜ୍ୟର ଆର୍ଥିକ ସ୍ଥିତି ଦୋହଲିଯାଇଛି, କେନ୍ଦ୍ରୀୟ ଅଂଶଧନ ମଧ୍ୟ କମିଛି । ଆଉ ଏପରି ସମୟରେ ବିଧାନସଭାରେ ବଜେଟ ଉପସ୍ଥାପିତ ହେବାକୁ…

କାଲିଠୁ ଖୋଲିବ ଇଞ୍ଜିନିୟରିଂ କଲେଜ । ୧୭ ତାରିଖରେ ଆରମ୍ଭ ହେବ କ୍ଲାସ ରୁମରେ ଶିକ୍ଷାଦାନ ।

କନକ ବ୍ୟୁରୋ : ରାଜ୍ୟରେ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ କାଲିଠୁ ଖୋଲିବ । ୧୭ ତାରିଖରେ ଆରମ୍ଭ ହେବ କ୍ଲାସ ରୁମରେ ଶିକ୍ଷାଦାନ । କୋଭିଡ ଗାଇଡଲାଇନ ପାଳନ ସହ ଆରମ୍ଭ ହେବ ପାଠପଢା । ଆଇଟିଆଇ, ପଲିଟେକ୍ନିକ ଓ ଇଞ୍ଜିନିୟରିଂ କଲେଜ ଗୁଡିକରେ ପାଠପଢା ହେବ ।  ପ୍ରଫେସନାଲ ଶିକ୍ଷାନୁଷ୍ଠାନ ଗୁଡିକରେ…

ଏବର୍ଷ ହେବନି ଖଣ୍ଡଗିରି ମେଳା । ମେଳା ଉପରେ ରୋକ୍ ଲଗାଇଲା ବିଏମସି । କେବଳ ପାଳନ ହେବ ପରମ୍ପରା ।

କନକ ବ୍ୟୁରୋ: ଏ ବର୍ଷ ହେବନି ଖଣ୍ଡଗିରି ମେଳା । କୋଭିଡ୍ ସଂକ୍ରମଣକୁ ଆଖି ଆଗରେ ରଖି ଏହି ମେଳା ଉପରେ ରୋକ ଲଗାଇଛି ପ୍ରଶାସନ । କେବଳ ପରମ୍ପରାକୁ ବଜାୟ ରଖିବାକୁ ଏହି ମେଳା ପାଳନ ହେବ । ତେବେ ଏଥର ମେଳାରେ କୌଣସି ପ୍ରକାର ଯାତ୍ରା କିମ୍ବା ଷ୍ଟଲ ପଡିବ ନାହିଁ ବୋଲି ବିଏମସି ନିଷ୍ପତ୍ତି…

ଶବ ଭାସୁଥିଲା, କାହାର କିଛି ପତ୍ତା ମିଳୁନଥିଲା । ମହାବାତ୍ୟା ପରର ଦୃଶ୍ୟ ଆଖି ଓଦା କରିଥିଲା । ସଂସଦରେ ବିଦାୟକାଳୀନ…

କନକ ବ୍ୟୁରୋ : ପୂର୍ବତନ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ, ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ, କଂଗ୍ରେସର ଟାଣୁଆ ନେତା ତଥା ରାଜ୍ୟସଭା ସାଂସଦ ଗୁଲାମ ନବୀ ଆଜାଦ ଆଜି ରାଜ୍ୟସଭାରେ ନିଜର ଶେଷ ଉଦବୋଧନ ରଖିଛନ୍ତି । ଏହି ବିଦାୟୀ ଅଭିଭାଷଣରେ ଆଜାଦ ମନଖୋଲି ନିଜ ଜୀବନର ଅନେକ ଅଭୁଲା…

ଶେଷ ହେଲା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ । ୨୭ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ।

କନକ ବ୍ୟୁରୋ : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ସରକାର ୨୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାର କେବଳ ୮ଟି ପ୍ରକଳ୍ପ ପାଇଁ ୧୨୪୨ କୋଟି ଟଙ୍କା ଅନୁମୋଦନ ଦେଇଛନ୍ତି । ରାଜ୍ୟସ୍ତରୀୟ ସିଙ୍ଗଲ…

ଜାନୁଆରୀ ୨୬ରେ ଲାଲକିଲ୍ଲାରେ ହିଂସାକାଣ୍ଡ ଘଟଣା । ମୁଖ୍ୟ ଅଭିଯୁକ୍ତ ଦୀପ ସିଦ୍ଧୁକୁ ୭ ଦିନ ପାଇଁ ରିମାଣ୍ଡରେ ନେଲା…

କନକ ବ୍ୟୁରୋ: ଲାଲକିଲ୍ଲା ହିଂସାକାଣ୍ଡ ଘଟଣାରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ଦୀପ ସିଦ୍ଧୁୁକୁ ମଙ୍ଗଳବାର ତିସ ହଜାରୀ କୋର୍ଟରେ ହାଜର କରାଯାଇଥିଲା । ଯେଉଁଠି ବିଚାରପତି ତାଙ୍କୁ ୭ ଦିନିଆ ରିମାଣ୍ଡରେ ପଠାଇ ଦେଇଛନ୍ତି । ପୋଲିସ ପକ୍ଷରୁ ୧୦ ଦିନିଆ ରିମାଣ୍ଡ ପାଇଁ ଆବେଦନ ହୋଇଥିଲେ ହେଁ…