Daily Archives

February 14, 2021

କାଲି ୬ ଘଂଟା ପାଇଁ ବନ୍ଦ ହୋଇଯିବ ଓଡିଶା । ତେଲ ଦର ବୃଦ୍ଧି ପ୍ରତିବାଦରେ ସକାଳ ୭ରୁ ଦିନ ଗୋଟାଏ ଯାଏଁ କଂଗ୍ରେସର ବନ୍ଦ…

କନକ ବ୍ୟୁରୋ: ଆସନ୍ତାକାଲି ୬ ଘଂଟିଆ ଓଡିଶା ବନ୍ଦ । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି ସକାଳ ୭ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ଘୋଷଣା କରିଛି କଂଗ୍ରେସ । ସେପଟେ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲି ସ୍କୁଲ ଓ କଲେଜ ଛୁଟି ଘୋଷଣା…

ନ୍ୟୁଜିଲାଣ୍ଡର ସବୁଠୁ ବଡ ସହର ଅକଲାଣ୍ଡରେ ଲକଡାଉନ୍ । ଭୂତାଣୁ ଭୟରେ ତିନି ଦିନିଆ ତାଲାବନ୍ଦ ଘୋଷଣା କଲେ ନ୍ୟୁଜିଲାଣ୍ଡ…

କନକ ବ୍ୟୁରୋ: ନ୍ୟୁଜିଲାଣ୍ଡର ସବୁଠୁ ବଡ ସହରରେ ପୁଣି ଫେରିଲା ଲକଡାଉନ୍ । କରୋନା ସଂକ୍ରମଣ ବ୍ୟାପୁଥିବା ଦେଖି ନ୍ୟୁଜିଲାଣ୍ଡ ସରକାର ଅକଲାଣ୍ଡ ସହରରେ ୩ ଦିନ ପାଇଁ ଲକଡାଉନ୍ ଘୋଷଣା କରିଛନ୍ତି । ଏହି ଲକଡାଉନ୍ ରବିବାର ମଧ୍ୟରାତ୍ରିରୁ ଆରମ୍ଭ ହୋଇ ତିନି ଦିନ ଯାଏଁ ବଳବତ୍ତର ରହିବ । ଏନେଇ…

ଆସନ୍ତାକାଲି କଂଗ୍ରେସର ଓଡିଶା ବନ୍ଦ ଡାକରା: ଜାଣନ୍ତୁ, କ’ଣ ଖୋଲା କ’ଣ ବନ୍ଦ?

କନକ ବ୍ୟୁରୋ: ତେଲଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି କଂଗ୍ରେସ ଓଡିଶା ବନ୍ଦ ଡାକରା ଦେଇଛି । ଆସନ୍ତାକାଲି ସକାଳ ୭ଟାରୁ ଦିନ ୧ଟା ଯାଏଁ ଏହି ବନ୍ଦ ପାଳନ ହେବ । ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଢଙ୍ଗରେ ଏହି ବନ୍ଦ ପାଳନ ହେବ ବୋଲି ପିସିସି ସଭାପତି ସୂଚନା ଦେଇଛନ୍ତି । ତେବେ ଜାଣନ୍ତୁ ଏହି…

ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଭାରତ ୫୪/୧ । ୨୪୯ ରନରେ ଆଗୁଆ ଭାରତ । 

କନକ ବ୍ୟୁରୋ : ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଇଂଲଣ୍ଡ ୨ୟ ଟେଷ୍ଟ ମ୍ୟାଚର ୨ୟ ଦିନରେ ଭାରତ ନିଜ ସ୍ଥିତିକୁ ସୁଦୃଢ କରି ନେଇଛି । ଇଂଲଣ୍ଡ ନିଜ ପ୍ରଥମ ଇନିଂସରେ ୧୩୪ରନରେ ଅଲଆଉଟ ହେବା ପରେ ଭାରତ ୨ୟ ଇନିଂସରେ ଗୋଟିଏ ଓ୍ବିକେଟ ହରାଇ ୫୪ ରନ କରି ୨୪୯ ରନରେ ଅଗ୍ରଣୀ…

ତେଲଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି କଂଗ୍ରେସର ‘ଓଡିଶା ବନ୍ଦ’ ଡାକରା । ଦିନ ୧ଟା ଯାଏଁ ଘରୋଇ ବସ୍‌…

କନକ ବ୍ୟୁରୋ: କଂଗ୍ରେସର ବନ୍ଦ ଡାକରାକୁ ଦୃଷ୍ଟି ରଖି ରାଜ୍ୟବ୍ୟାପୀ ଆସନ୍ତାକାଲି ଦିନ ୧ଟା ଯାଏଁ ଘରୋଇ ବସ ଚଳାଚଳ ବନ୍ଦ ରହିବ। ସକାଳ ୬ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ୭ ଘଣ୍ଟା ଧରି ରାଜ୍ୟରେ ବସ ଚଳାଚଳ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଦିନ ଗୋଟିଏ ପରେ ବିଭିନ୍ନ ସ୍ଥାନକୁ ବସ୍‌…

ଆସନ୍ତାକାଲି କଂଗ୍ରେସର ଓଡିଶା ବନ୍ଦ ଡାକରା । ସକାଳ ୭ଟାରୁ ଦିନ ୧ଟା ଅଖଚକ ସବୁ ବନ୍ଦ  ।  

କନକ ବ୍ୟୁରୋ: ଆସନ୍ତାକାଲି ଓଡିଶା ବନ୍ଦ । ପେଟ୍ରୋଲ, ଡିଜେଲ ଓ ଏଲପିଜି ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଫେବୃଆରୀ ୧୫ରେ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି ରାଜ୍ୟ କଂଗ୍ରେସ । ଏହିଦିନ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ରାଜ୍ୟରେ ବନ୍ଦ ପାଳନ ହେବ । ତେବେ କଂଗ୍ରେସ କର୍ମୀମାନେ ସମ୍ପୂର୍ଣ୍ଣ…