Daily Archives

February 17, 2021

ବାରିପଦାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ଟ୍ରାକ୍ଟର । ୪ ଜଣଙ୍କର ମୃତ୍ୟୁ ।

କନକ ବ୍ୟୁରୋ: ବାରିପଦାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ଦ୍ରୁତଗାମୀ ଟ୍ରାକ୍ଟର । ଯାହାଫଳରେ ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨୦ରୁ ଅଧିକ ଗୁରୁତର ଅଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତି…

ବାଃରେ ପୁଅ ବାଃ… ତୋର ଏ କି ରୂପ ? ସାମ୍ନାକୁ ଆସିଲା ବିଧାନସଭା ଆଗରେ ଆତ୍ମାହୂତି ଉଦ୍ୟମର ସତ । ସମ୍ପତ୍ତି…

କନକ ବ୍ୟୁରୋ: ବିଧାନସଭା ଆଗରେ ଆତ୍ମାହୂତି ଉଦ୍ୟମ ଘଟଣା । ସାମ୍ନାକୁ ଆସିଲା ଆତ୍ମହୂତି ଉଦ୍ୟମ ପଛର ସତ । ମହଙ୍ଗା ପଡିଲା ଆତ୍ମାହୂତିର ବାହାନା । ପେଟ୍ରୋଲ ଧରି ଧମକ ଦେଉଥିବା ବ୍ୟକ୍ତିଙ୍କୁ ବାନ୍ଧିଲା ପୋଲିସ । ମଞ୍ଚେଶ୍ୱର ହଂସପାଳ ଅଞ୍ଚଳର ମାଗୁଣି ସାହୁଙ୍କୁ ଗିରଫ କଲା ପୋଲିସ । ବିଧାନସଭା…

ପଞ୍ଜାବ ପୌର ନିର୍ବାଚନ: ବିଜେପି ପ୍ରାର୍ଥୀଙ୍କୁ ମିଳିଲା ମାତ୍ର ୯ଟି ଭୋଟ୍ । ପରିବାର ସଦସ୍ୟ ସଂଖ୍ୟା କିନ୍ତୁ ୨୦ । 

କନକ ବ୍ୟୁରୋ: କୃଷି ଆଇନକୁ ନେଇ ଚାଲିଥିବା ଆନ୍ଦୋଳନ ଭିତରେ ଆଜି ପଞ୍ଜାବରେ ପୌରନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ କଂଗ୍ରେସକୁ ବଡ ବିଜୟ ମିଳିଥିବାବେଳେ ବିଜେପି ଓ ଅକାଳୀ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଛି । ତେବେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରାର୍ଥୀକୁ ମାତ୍ର ୯ଟି ଭୋଟ୍…

ଆଇଏଫ୍-ଆଇଏ-ଓପେକ୍ ଭର୍ଚୁଆଲ ଆଲୋଚନା ଚକ୍ରରେ କେନ୍ଦ୍ରମନ୍ତ୍ରୀ । ଅର୍ଥନୀତିର ପୁନଃଉଦ୍ଧାର ପାଇଁ ତୈଳ ଉତ୍ପାଦନକୁ…

କନକ ବ୍ୟୁରୋ : ସାଉଦି ଆରବର ଉର୍ଜା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଆୟୋଜିତ ୧୧ତମ ଆଇଏଫ-ଆଇଏ-ଓପେକ ଭର୍ଚୁଆଲ ଆଲୋଚନାଚକ୍ରରେ ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ବିଶ୍ୱ ଅର୍ଥନୀତିକୁ ସ୍ୱାଭାବିକ ସ୍ଥିତିକୁ ଆଣିବା ପାଇଁ…

ରିଲିଜ୍ ହେଲା ପ୍ରଭାସଙ୍କ ରାଧେଶ୍ୟାମ ଫିଲ୍ମର ଟିଜର । ଗୋଟିଏ ଦୃଶ୍ୟ ପାଇଁ ଖର୍ଚ୍ଚ ହୋଇଛି ୧ କୋଟି ୬ ଲକ୍ଷ ଟଙ୍କା ।

କନକ ବ୍ୟୁରୋ: ରିଲିଜ ହୋଇଛି ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ରାଧେଶ୍ୟାମର ଟିଜର । ଏଥିରେ ବେଶ ରୋମାଂଟିକ ଅନ୍ଦାଜରେ ନଜର ଆସୁଛନ୍ତି ବାହୁବଳୀ ହିରୋ । ଟିଜରର ଆରମ୍ଭ ଏକ ରେଳଷ୍ଟେସନରୁ ହୋଇଛି । ଜଙ୍ଗଲ ଘାଟି ଦେଇ ଟ୍ରେନଟି ଆସୁଥିବା ବେଳେ ପୂଜା ହେଗେଡଙ୍କ ସହ ବେଶ ରୋମାଂଟିକ ଅନ୍ଦାଜରେ…

ଉତ୍ତରକୋରିଆର ଏକଛତ୍ରବାଦ ଶାସକ କିମ୍ ଜଙ୍ଗ ଉନଙ୍କ ପତ୍ନୀଙ୍କ ଗାଏବ ରହସ୍ୟ ଉପରୁ ହଟିଲା ପରଦା । ବର୍ଷକ ପରେ…

କନକ ବ୍ୟୁରୋ: ଉତ୍ତରକୋରିଆର ଏକଛତ୍ରବାଦ ଶାସକ କିମ୍ ଜଙ୍ଗ ଉନଙ୍କ ପତ୍ନୀ ରି ସୋଲ୍ ଯୁ ଶେଷରେ ସର୍ବସମ୍ମୁଖକୁ ଆସିଛନ୍ତି । ପ୍ରାୟ ୧ବର୍ଷ ହେଲା ତାଙ୍କୁ ସର୍ବସାଧାରଣରେ ଦେଖିବାକୁ ମିଳୁନଥିଲା । ଯାହାକୁ ନେଇ ଅନେକ ଚର୍ଚ୍ଚା ଚାଲିଥିଲା । ଏପରିକି ସେ ଗୁରୁତର ଅସୁସ୍ଥ ହୋଇପଡିଥିବା…