Daily Archives

February 19, 2021

କଟକ ଡାକ୍ତରଙ୍କ ବ୍ୟାଙ୍କ୍ ଖାତାରୁ ୭୭ ଲକ୍ଷ ଗାଏବ୍ ହେବା ଘଟଣା । ଲୁଟ୍ ପଛରେ ଜମତରା ଗ୍ୟାଙ୍ଗର ହାତ ଥିବା ସନ୍ଦେହ ।

କନକ ବ୍ୟୁରୋ: କଟକର ଡାକ୍ତର ସନାତନ ମହାନ୍ତିଙ୍କ ବ୍ୟାଙ୍କ ଆକାଉଂଟରୁ ୭୭ ଲକ୍ଷ ଟଙ୍କା ଲୁଟ କିପରି ହେଲା ସେନେଇ କ୍ରାଇମବ୍ରାଂଚ ତନାଘନା କରୁଥିବା ବେଳେ ଲୁଟ ପଛରେ ଝାଡଖଣ୍ଡ ଜମତରା ସାଇବର ଅପରାଧୀଙ୍କ ହାତ ରହିଥିବା ସନ୍ଦେହ କରାଯାଉଛି । ଡାକ୍ତରଙ୍କ ୬ଟି ଫିକ୍ସଡ ଡିପୋଜିଟକୁ ଭାଙ୍ଗି…

ଓଡିଶାରେ ପୁଣି କଡାକଡି ହେବ କୋଭିଡ୍ ନିୟମ । ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଜଣାଇଲା ସ୍ୱାସ୍ଥ୍ୟ ବିଭାଗ । ବଜାର ଓ…

କନକ ବ୍ୟୁରୋ: ଓଡିଶାରେ କଡାକଡି ହେବ କୋଭିଡ୍ ନିୟମ । ମହାରାଷ୍ଟ୍ରରେ କୋଭିଡ୍ ସଂକ୍ରମଣ ବଢିବା ଏବଂ ଲକଡାଉନ୍ ଭଳି ସ୍ଥିତି ଉପୁଜିବା ପରେ ଏବେ ଓଡିଶାରେ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖି…

ପଶ୍ଚିମବଙ୍ଗରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଲେ,…

କନକ ବ୍ୟୁରୋ: ଦେଶର ଅର୍ଥନୀତି ସମ୍ଭାଳୁଥିବା ପଶ୍ଚିମବଙ୍ଗରେ ଆଜି ଯୁବକମାନେ ରୋଜଗାର ନପାଇ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି । ତେଣୁ ଯୁବକଙ୍କୁ ରୋଜଗାର ଦେବା ପାଇଁ ଏଠାରେ ସରକାରଙ୍କୁ ପରିବର୍ତ୍ତନ କରିବା ସହିତ ମୋଦି ସରକାରଙ୍କୁ ସରକାରକୁ ଅଣାଯିବା ଜରୁରୀ । ଶୁକ୍ରବାର ପଶ୍ଚିମବଙ୍ଗର…

ନିର୍ବାଚନ ପରେ ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ପୋଲ ନିର୍ମାଣ । ସେପଟେ କୋଟିଆ ପାଇଁ ବଡ଼ ଡିଲ୍ ହୋଇଥିବା କହିଲେ କୋରାପୁଟ…

କନକ ବ୍ୟୁରୋ: କୋଟିଆ ବିବାଦ ପଛରେ କେଉଁ ଶକ୍ତି ରହିଛି କି? ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ପୂର୍ବତନ ଜିଲ୍ଲାପାଳ ଗଦାଧର ପରିଡା କିଛି ଏପରି ନୂଆ ତଥ୍ୟ ସାମ୍ନାକୁ ଆଣିଛନ୍ତି, ଯାହା ଚମକେଇ ଦେଲା ଭଳି ... ଆନ୍ଧ୍ର ସରକାର ଆଢୁଆଳରେ ଆଉ ଏକ ଶକ୍ତି କୋଟିଆ ଉପରେ ଆଖି ପକାଇଛି ବୋଲି ଗଦାଧର…

ମଣ୍ଡିରେ ଅବ୍ୟବସ୍ଥାକୁ ନେଇ ବିଧାନସଭାରେ ହଙ୍ଗାମା । ବାଚସ୍ପତିଙ୍କ ପୋଡ଼ିୟମ କାଚ ଖସାଇଲେ ବିରୋଧୀ, ମାଇକ୍ ଟାଣିଲେ ତାରା…

କନକ ବ୍ୟୁରୋ: ବିଧାନସଭାରେ ମଣ୍ଡି ଅବ୍ୟବସ୍ଥାକୁ ନେଇ ଜୋରଦାର ହଟ୍ଟଗୋଳ । ମଣ୍ଡିରୁ ଧାନ ଉଠୁନି, ଚାଷୀଙ୍କ ଟୋକନ ସମସ୍ୟାର ସମାଧାନ ହେଉନି, ଏ ନେଇ ଆଲୋଚନା କରିବାକୁ ଅଡି ବସିଥିଲେ ବିରୋଧୀ । ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ କରି ଗୃହକୁ ଅଚଳ କରି ଦେଇଥିଲେ ବିରୋଧୀ । ଗୃହକାର୍ଯ୍ୟ…

ଉତ୍କଳ ବିଶ୍ବବିଦ୍ୟାଳୟରେ ପୁଣି ଛାତ୍ର ଅଶାନ୍ତି । ଲାଇବ୍ରେରୀ କାର୍ଡ ମିଳୁନଥିବା ଏବଂ ହଷ୍ଟେଲ ସମସ୍ଯା ନେଇ…

କନକ ବ୍ୟୁରୋ: ବାଣୀବିହାରରେ ପୁଣି ଥରେ ଛାତ୍ର ଅଶାନ୍ତି ଦେଖାଯାଇଛି। ଉତ୍ତେଜିତ ଛାତ୍ରଛାତ୍ରୀମାନେ ବିଶ୍ବବିଦ୍ୟାଳୟ ପରିସରରେ ଥିବା ପିଜି କାଉନସିଲ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ । ଛାତ୍ରଛାତ୍ରୀମାନଙ୍କୁ ଆବଶ୍ୟକ ସୁବିଧା ମିଳୁ ନଥିବାରୁ ସେମାନେ ବାଧ୍ୟ ହୋଇ ଶେଷରେ ଆନ୍ଦୋଳନ…